-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତରଭା ଅଞ୍ଚଳରେ ଯୋଗ ପ୍ରଶିକ୍ଷଣ ଶିବିର -- ଆମ ପୋଲିସ ସମିତି ର ଯୋଗ ପ୍ରସାର ଉଦ୍ୟମ ପ୍ରଶଂସନୀୟ ।

16-Dec-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ସରଧାପାଲି ଯୁବକ ସଂଘ ଆମ ପୋଲିସ ସମିତି ତରଭା ଆନୁକୂଲ୍ୟରେ ସରଧାପାଲି ଗାଁ ର ଖେଳ ପଡିଆ ରେ ତିନି ଦିନିଆଁ ଯୋଗ ପ୍ରଶିକ୍ଷଣ ଶିବିର  ଉଦଘାଟନ ହୋଇ ଯାଇଛି l ପତଞ୍ଜଳି ଯୁବ ଭାରତ ର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ପଣ୍ଡା ଓ ଚାରଭଟା ସ୍ଵାସ୍ଥ୍ୟ ବିଭାଗ ର ଯୋଗ ପ୍ରଶିକ୍ଷକ ସୋମନାଥ ପ୍ରଧାନ ତିନ ଦିନ ଧରି ଏ ଯୋଗ ଶିବିର ରେ ପ୍ରଶିକ୍ଷଣ ଦେବାର କାର୍ଯ୍ୟକ୍ରମ ରହିଛି l  ଆଜି ସକାଳ ୬ ଘଟିକା ରେ ତରଭା ଭାରପ୍ରାପ୍ତ ଥାନା ଅଧିକାରୀ  ସୁବ୍ରତ ପାଣିଗ୍ରାହି ମୁଖ୍ୟ ଅତିଥି ଭାବରେ ଯୋଗଦେଇ  ଯୋଗା ଭ୍ୟାସ  ଦ୍ୱାରା ଆମ ମନ କୁ ସ୍ଥିର, ଶାନ୍ତ ରଖିବାରେ ଓ ଶରୀର କୁ ପରିମାର୍ଜିତ କରିବାରେ ସାହାଯ୍ୟ କରେ ଏବଂ ମଣିଷ ଶୃଙ୍ଖଳିତ  ହୋଇଥାଏ l କାରଣ ପ୍ରତ୍ୟେକ  କ୍ଷେତ୍ର ରେ ସଫଳତା ଲାଗି ପ୍ରଥମେ ଶୃଙ୍ଖଳା ହିଁ ଆବଶ୍ୟକ ବୋଲି  ମତ ରଖି ଥିଲେ । ସମ୍ମାନିତ ଅତିଥି ଭାବରେ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା ଉପସ୍ଥିତ ରହି ଯୋଗଭ୍ୟାସ କରି ଯୁବକ ଙ୍କୁ ଉତ୍ସାହିତ କରିଥିଲେ l  ଏହି କାର୍ଯ୍ୟକ୍ରମ ସରଧାପାଲି ର କାର୍ତ୍ତିକଶ୍ୱର ଜେନା, ସିଙ୍ଗାରୀର ପ୍ରହଲ୍ଲାଦ ଚୌହାନ, ସୁରେଶ ଘିବିଲା, ପଞ୍ଚାନନ କୁଶଲେ, ପ୍ରଶାନ୍ତ କୁମାର ସେଠୀ, ଧର୍ମେନ୍ଦ୍ର ସାହୁ, ଦେବାଶିଷ ସାହୁ, ମାନସ ରଂଜନ ପ୍ରମୁଖ ଯୋଗ ଶିବିର ରେ ସହଯୋଗ କରିଥିଲେ ।  ପ୍ରତିମା ସେଠୀ, ଶ୍ରୀକାନ୍ତି ଘିବିଲା, ବର୍ଷା ରାଣୀ ଚୌହାନ ସ୍ୱାଗତ ବା ଯୋଗ ସଙ୍ଗୀତ ଗାନ କରିଥିଲେ । ପ୍ରକାଶ ଥାଉ କି ଯେ ଯୋଗ ଗୁରୁ ଶ୍ରୀ ପଣ୍ଡା  ଗତ ବର୍ଷ ତରଭା ଟାଉନ ର କଲେଜ ପଡିଆ ରେ ଜମି ଥିବା କୁଢ଼ କୁଢ଼ ଅଳିଆ ଆବର୍ଜନା ବିଷୟ ରେ ଏନ ଏ ସି ଅଧିକାରୀ ଙ୍କ ନଜର କୁ ଆଣି ସ୍ଥାନୀୟ  ଏନ ଏ ସି ସ୍ୱଛ ସାଥି  ଙ୍କ ସାହାଯ୍ୟ ନେଇ ପଡିଆ କୁ ସମ୍ପୂର୍ଣ ସଫା କରି ସହର ବାସୀ ଙ୍କୁ ସ୍ୱଚ୍ଛ ସୁନ୍ଦର ସଚେତନତା ବାର୍ତ୍ତା  ପହଞ୍ଚାଇଥିଲେ l ଏବଂ ସୁବର୍ଣ୍ଣପୁର ସ୍ୱଚ୍ଛ ଭାରତ ସଂଗଠନ ର ଜଣେ ଆଗଧାଡିର ଯୋଦ୍ଧା ଭାବେ ନିଜ କୁ ପ୍ରତିବାଦୀତ କରି ସ୍ୱଚ୍ଛ ଭାରତ ସଂଗଠନ ସମେତ  ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଙ୍କ ଠାରୁ ମଧ୍ୟ ପ୍ରଶଂସିତ ହୋଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like