-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରେଲୱେ ବିଭାଗ ର ସମସ୍ୟା ସମ୍ବନ୍ଧରେ ବିଭାଗୀୟ ମନ୍ତ୍ରୀ ଙ୍କ ସହିତ ଆଲୋଚନା ଏବଂ ସ୍ମାରକପତ୍ର ପ୍ରଦାନ.

16-Dec-2022



ବଲାଙ୍ଗିର(ପ୍ରେରଣା ଖବର) ଆଜି ନୂଆଦିଲ୍ଲୀ ଠାରେ ଭାରତ ସରକାର ଙ୍କ ରେଲୱେ, ସଂଚାର,ସୂଚନା  ପ୍ରୋଦ୍ୟୋଗୀକ ,ଇଲେକ୍ଟ୍ରୋନିକ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଙ୍କୁ ସାକ୍ଷାତ କରି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,ସୁଜିତ କୁମାର,ଶ୍ରୀମତୀ ମମତା ମହନ୍ତ ପ୍ରମୁଖ ପଶ୍ଚିମ ଓଡିଶା ର ରେଲୱେ ବିଭାଗ ସମ୍ବନ୍ଧୀୟ ସମସ୍ୟା ଏବଂ ଜନସାଧାରଣ ଙ୍କ ଦାବୀ ଗୁଡିକର ଆସୁ ସମାଧାନ ପାଇଁ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାଯାଇଛି l ଦାବୀ ଗୁଡିକ ମଧ୍ୟରେ ବଲାଙ୍ଗିର ଖୁର୍ଦ୍ଧା ଭାୟା ସୋନପୁର ବୌଦ୍ଧ ଫୁଲବାଣୀ ନୟାଗଡ ନୂତନ ରେଲୱେ ଲାଇନ ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା, ପ୍ରସ୍ତାବିତ ବଲାଙ୍ଗିର  ନୂଆପଡା ଭାୟା ହର୍ଡ଼lଟାଲ ଚୂଡ଼ାପାଲି ଭଇଂସା ପାଟଣାଗଡ ଗମ୍ଭାରୀ ଲଖନା ଖପ୍ରାଖୋଲ ନୂତନ ରେଲୱେ ଲାଇନ ର ଚୂଡାନ୍ତ ସର୍ଭେ କାର୍ଯ୍ୟ ତୁରନ୍ତ ସମାପ୍ତ କରି ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା,କଣ୍ଟାବାଞ୍ଜି ଜୟପୁର ଭାୟା କୋକସରା ଧର୍ମଗଡ଼ ନୂତନ ରେଲୱେ ଲାଇନ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା, ବଲାଙ୍ଗିର ବରଗଡ଼ ର ଯାତ୍ରୀ ଙ୍କ ସୁବିଧା ପାଇଁ ଦିଲ୍ଲୀ ପ୍ରୟାଗରାଜ ସମତା ଏକ୍ସପ୍ରେସ ଟ୍ରେନ କୁ ରାଇପୁର କଣ୍ଟାବାଞ୍ଜି ବିଶାଖାପାଟଣା ପରିବର୍ତ୍ତେ କଣ୍ଟାବାଞ୍ଜି ଟିଟିଲାଗଡ଼ ବଲାଙ୍ଗିର ବରଗଡ଼ ସମ୍ବଲପୁର ଲାଇନ ରେ ଚଳାଚଳ କରିବା,ତୀର୍ଥ ଯାତ୍ରୀ ଙ୍କ ସୁବିଧା ପାଇଁ ସମ୍ବଲପୁର ପୁରୀ ଇଣ୍ଟର୍ସିଟି ଏକ୍ସପ୍ରେସ ଟ୍ରେନ କୁ ସମ୍ବଲପୁର ପରିବର୍ତ୍ତେ ବଲାଙ୍ଗିର  ରେଲୱେ ଷ୍ଟେସନ ଠାରୁ ଚଳାଚଳ କରିବା,ଭୁବନେଶ୍ୱର ବଲାଙ୍ଗିର ସୁପରଫାଷ୍ଟ ଏକ୍ସପ୍ରେସ ଟ୍ରେନ କୁ  ବଲାଙ୍ଗିର ରୁ କଣ୍ଟାବାଞ୍ଜି  ରେଲୱେ ଷ୍ଟେସନ ପର୍ଯ୍ୟନ୍ତ ପାରିବର୍ଦ୍ଧିତ କରିବା,କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ରେଲୱlଗନ  ଫାକ୍ଟ୍ରି,ଇଲେକ୍ଟ୍ରି ଲୋକୋସେଡ,ସ୍ୱତନ୍ତ୍ର

ରେଲୱେ ହସ୍ପିଟାଲ ପ୍ରତିଷ୍ଠା କରିବା,ଅମୃତସର ବିଶାଖାପାଟଣା ହୀରାକୁଦ ଏକ୍ସପ୍ରେସ ଟ୍ରେନ କୁ ବଲାଙ୍ଗିର ବରଗଡ ରେଲୱେ ଲାଇନ ରେ ଚଳାଚଳ କରିବା,ଟିଟିଲାଗଡ଼ ରେଲୱେ ଷ୍ଟେସନ ର  ନୂତନ ନିର୍ମିତ ପ୍ଲାଟଫର୍ମ ନଂ 4 ଏବଂ ପ୍ଲାଟଫର୍ମ 5 ରେ ଯାତ୍ରୀ ପ୍ରତୀକ୍ଷାଳୟ,ଶୌଚାଳୟ,ବ୍ୟାଟେରୀଚାଳିତ ଗାଡ଼ି,ପାନୀୟ ଜଳ ବ୍ୟବସ୍ଥା,ଯାନବାହାନ ପାର୍କିଂ ବ୍ୟବସ୍ଥା କରିବା,ଜାମ୍ମୁ ତାୱାଇ ଏକ୍ସପ୍ରେସ ଟ୍ରେନ କୁ ବଲାଙ୍ଗିର ପର୍ଯ୍ୟନ୍ତ ପାରିବର୍ଦ୍ଧିତ କରିବାକୁ ଦାବୀ କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like