-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା - ଏସ୍ ଆଇ ଟି ତଦନ୍ତ ଆରମ୍ଭ

03-Dec-2020



ନୟାଗଡ, (ପ୍ରଦୀପ କୁମାର ପଣ୍ଡା) - ବହୁଚର୍ଚ୍ଚିତ ନୟାଗଡ଼ ଜିଲ୍ଲା ପରୀ ହତ୍ୟାକାଣ୍ଡ ର ଏସ ଆଇ ଟି ତଦନ୍ତ ଆରମ୍ଭ ହୋଇଛି | ଏସଆଇଟି ମୁଖ୍ୟ ବରିଷ୍ଠ ଆଇପିଏସ ଅଧିକାରୀ ଅରୁଣ ବ୍ରୋଥା ନିଜେ ଗୋଟିଏ ଟିମ ସହିତ ପଂହଁଚିଥିଲେ ଯଦୁପୂର ଗ୍ରାମ ରେ | 

ଶ୍ରୀଯୁକ୍ତ ବ୍ରୋଥା ଙ୍କର ନେତୃତ୍ୱ ରେ ଏସଆଇଟି ଟିମ ପରୀର ବାପା ମା ଙ୍କୁ ଭେଟି ହତ୍ୟା ଘଟଣା ବିଷୟରେ ଆଲୋଚନା କରିଥିଲେ | ପ୍ରାଥମିକ ସ୍ତରରେ ପରୀର ନିଖୋଜ ଏବଂ ଏକ ବସ୍ତା ରୁ ମିଳିଥିବା ହାଡ କଙ୍କାଳ ବିଷୟରେ ତଥ୍ୟ ସଂଗ୍ରହ କରିଛନ୍ତି ଏସଆଇଟି ଟିମ | ସେହିପରି ଶ୍ରୀଯୁକ୍ତ ଅରୁଣ ବ୍ରୋଥା ସର୍କିଟ ହାଉସ ଠାରେ ପରୀର ହତ୍ୟା ଘଟଣା ବିଷୟରେ ସ୍ଥାନୀୟ ପୋଲିସ ଅଧିକାରୀ ଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ | ତଦନ୍ତ ଆଗକୁ ଚାଲିବାପରେ ସମସ୍ତ ତଥ୍ୟ ଗଣମାଧ୍ୟମ କୁ ଦିଆଯିବ ବୋଲି ସାମ୍ବାଦିକ ମାନଙ୍କୁ କହିଛନ୍ତି ଏସଆଇଟି ଟିମ ମୁଖ୍ୟ ଶ୍ରୀଯୁକ୍ତ ବ୍ରୋଥା | 
ଅନ୍ୟପଟେ ପରୀ ହତ୍ୟା ମାମଲା କୁ ନେଇ ବିଧାନସଭାରେ ହୁଲସ୍ତୁଲ ପରେ ଯଦୁପୂର ଗ୍ରାମକୁ ବିଭିନ୍ନ ରାଜନୈତିକ ଦଳ ର ନାମୀଦାମୀ ନେତା ଙ୍କ ସୁଅ ଶୁଟିଛି | ସୂଚନା ମୁତାବକ ସୋମ ବାର ଦିନ ଏକ ବିଜେପି ପ୍ରତିନିଧି ଦଳ ପରୀର ବାପା ମା ଙ୍କୁ ଭେଟି ହତ୍ୟା ବିଷୟରେ ଆଲୋଚନା କରିଥିଲେ | 
ସେହିପରି ମଙ୍ଗଳ ବାର ଦିନ କଂଗ୍ରେସ ର ରାଜ୍ୟସ୍ତରୀୟ ପ୍ରତିନିଧି ଦଳ ତଥା ପଞ୍ଚାନନ କାନୁନଗୋ, ଭକ୍ତ ଚରଣ ଦାସ, ସୁଦର୍ଶନ ଦାସ ନିଶିକାନ୍ତ ମିଶ୍ର, ହୁସେନ ଖାଁ, ରଂଜିତ ଦାସ, ମନୋଜ କୁମାର ସାହୁ ଏବଂ ଅନ୍ୟ କେତେ ଜଣ ନେତା ମଧ୍ୟ ପରୀର ବାପା ମା ଙ୍କୁ ଭେଟି ଥିଲେ | 
      

       ପ୍ରକାଶଥାଉକି ପରୀର ବାପା ଙ୍କ ଅଭିଯୋଗ ଏହି ମାମଲା ର ଏକ ନୂଆ ମୋଡ ଆଣିଛି | ପରୀର ବାପାଙ୍କୁ ପୋଲିସ ୫ ଲକ୍ଷ ଟଙ୍କା ର ପ୍ରଲୋଭନ ଦେଖାଇ ଅନ୍ୟ ନାଁ ରେ ଅଭିଯୋଗ ଆଣିବାକୁ ପ୍ରବର୍ତାଇଛି ବୋଲି ପରୀର ବାପା ବୟାନ ରଖିଛନ୍ତି | ଏପରିକି ପରୀର ଏକ ପ୍ରତିମୂର୍ତ୍ତି ସ୍ଥାପନ ଏବଂ ପରୀ ନାଁ ରେ ପୁରସ୍କାର ରଖିବା ପାଇଁ ଲୋଭ ଦେଖାଇଛି ପୋଲିସ ବୋଲି ସେ ଅଭିଯୋଗ ଆଣିଛନ୍ତି | ଏମିତିକି ପରୀର ହତ୍ୟାକାରୀ କୁ ପୋଲିସ ଘଣ୍ଟ ଘୋଡ଼ାଉଛି ପୋଲିସ ବୋଲି ପରୀର ବାପା ଏକ ସଂଗୀନ ଅଭିଯୋଗ ଆଣିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like