-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଗଜବାହଲ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟନ

16-Dec-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦେବାଶିଷ ସାହୁ ଙ୍କ ସଭାପତି ତ୍ୱ ରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ବ୍ଲକ ଅଧକ୍ଷ୍ୟା କୁନି  ସାହୁ,ସମ୍ମାନିତ ଅତିଥି ଗଜବାହଲ ସରପଞ୍ଚ ଅରବିନ୍ଦ ଗହୀର, ଗଜବାହଲ ହାଇସ୍କୁଲ ର ପୂର୍ବତନ ପ୍ରଧାନ ଶିକ୍ଷକପଣ୍ଡିତ ପଧାନ,ସମାଜ ସଂସ୍କାରକ ବାବା ଭଗବାନ ସାହୁ,ପରିଚାଳନା କମିଟିର ସଭାପତି ଡୁଲେଶ୍ୱର ପଧାନ, ଏବିଇଓ ସହଦେଵ ସୁନା ପ୍ରମୁଖ ଯୋଗ ଦେଇ ବାର୍ଷିକ  କ୍ରୀଡ଼ା ଉତ୍ସବ କୁ ଉଦଘାଟନ କରିଥିଲେ।ଛାତ୍ରୀ ଛାତ୍ର ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଗୁଡ଼ିକ ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମ ଆୟୋଜନ ରେ ଶିକ୍ଷକ ବିବେକା ସେଠ୍, ପ୍ରକାଶ ମେହେର, ଡୁଲେଶ୍ୱରସାହୁ, ଅଶ୍ୱିନୀ କୁମାର ପଣ୍ଡା, ନୃପରାଜ ସାହୁ, ଅଜିତ୍ କୁମାର ସାହୁ, ବିକାଶସୁନା, ରୋହିତ କୁମୁରା, ଠାକୁର ଚନ୍ଦ୍ର ଦୋରା, ଧବଳେଶ୍ଵରସାହୁ, ସୌଭାଗ୍ୟ କୁମାରସାହୁ, ହରିଲାଲ ବିଭାର, ସବିତାସାହୁ, ତପସ୍ଵିନୀସାହୁ, ରାମଚନ୍ଦ୍ର ବେହେରା, ମଧୁସୂଦନ ପଧାନ, କୃପାସିନ୍ଧୁ ପୁଟେଲ ଙ୍କ ସମେତ ବିଶ୍ବମ୍ବର ଭୋଇ, ପୂର୍ଣ୍ଣଚନ୍ଦ୍ର ବେହେରା, ପ୍ରମୋଦ ପୁଟେଲ ଓ ପରିଚାଳନା କମିଟିରସଭ୍ୟସଭ୍ୟା ଅଭିଭାବକଅଭିଭାବିକା ମାନେ ସହଯୋଗ କରିଥିଲେ।ତେବେ ଆସନ୍ତା କାଲି ଏହି କ୍ରୀଡା ଉତ୍ସବ ଉଦଯାପିତ ହେବାକୁ ଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like