-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ମହୋତ୍ସବ ଉପଲକ୍ଷେ ସ୍ମରଣିକା କମିଟି ବୈଠକ ଅନୁଷ୍ଠିତ

16-Dec-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) // ଆଜି ଅପରାହ୍ନରେ ସଂଯୋଜକ ତଥା ଉପଜିଲ୍ଲାପାଳ, ବୌଦ୍ଧ ରବୀନ୍ଦ୍ରନାଥ କହଁର  ଙ୍କ ଅଧକ୍ଷତା ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସ୍ମରଣିକା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି l ବୌଦ୍ଧ ମହୋତ୍ସବ ଅବସରରେ ପ୍ରକାଶ ପାଇବାକୁ ଥିବା ସ୍ମରଣିକା ର ନାମ କରଣ ପାଇଁ ଆଜି ଠାରୁ ନାମ ଆହ୍ୱାନ କରାଯାଉଛି l ଆସନ୍ତା ୨୨ ତାରିଖ ସୁଦ୍ଧା  ଡି ଆଇ ପି ଆର୍ ଙ୍କ ମେଲ୍ ଆଇ ଡି dipro.boudh@gmail.com ଏବଂ whatsapp ନମ୍ବର ୯୯୩୮୦୪୮୫୦୦ ରେ ନାମ ପ୍ରସ୍ତାବ ଦେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି  l ସ୍ମରଣିକା ପାଇଁ ଲେଖା, ସଫଳ କାହାଣୀ ଡ଼ିସେମ୍ବର ୨୫ ଯାଏଁ ସମସ୍ତ ସରକାରୀ କାର୍ଯ୍ୟା'ଳୟ ଠାରୁ ଆହ୍ୱାନ କରାଯାଇଛି l ଲେଖା ସର୍ବାଧିକ ୧୦୦୦ରୁ ୧୨୦୦ ଶବ୍ଦ କିମ୍ବା ସର୍ବାଧିକ ତିନି ପୃଷ୍ଠା ବିଶିଷ୍ଟ ଲେଖା ରହିବ l ଲେଖା ଗୁଡିକ ସଫ୍ଟ କପି ଏବଂ ହାର୍ଡ କପି ଆକାରରେ ଡି ଆଇ ପି ଆର୍ ଓ  ଅଫିସ ରେ ଗ୍ରହଣ  କରାଯିବ l ଲେଖା ଗୁଡିକ ଗବେଷଣାତ୍ମକ ପ୍ରବନ୍ଧ, ବୌଦ୍ଧ ଜିଲ୍ଲା ର ସାହିତ୍ୟ, କଳା, ସଂସ୍କୃତି, ଐତିହ, ଜୀବନଚର୍ଜା, ଐତିହାସିକ ପୃଷ୍ଠ ଭୂମି ଥିବା  ସମୀକ୍ଷା ଭିତ୍ତିକ ହୋଇଥିବା ଆବଶ୍ୟକ l ସରକାରୀ ବିଭାଗ ର ସଫଳ କାହାଣୀ ଉପରେ ଆଧାରିତ ଲେଖା, ଫଟୋ, ବିଜ୍ଞାପନ, ବାର୍ତ୍ତା, ବିବାଦୀୟ ଲେଖl କିମ୍ବା ପୂର୍ବରୁ ପ୍ରକାଶିତ ଲେଖା ଗ୍ରହଣୀୟ ନ ହେବl, ସ୍ମରଣିକା ସମ୍ୱନ୍ଧ ରେ ପ୍ରଶାସନ ପକ୍ଷ ରୁ ଗୌରୀ ଶଙ୍କର ପଣ୍ଡା ଏବଂ ଦେବବ୍ରତ ପାଣିଗ୍ରାହୀଙ୍କୁ ଦାୟିତ୍ୱ ଦିଆଯିବା  ଇତ୍ୟାଦି ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା l ପରବର୍ତ୍ତୀ ବୈଠକ ଆସନ୍ତା ୨୨ତାରିଖରେ ରଖାଯିବା ସହିତ ସମସ୍ତ ସଭ୍ୟ ବୈଠକ ରେ ଯୋଗଦାନ କରିବା ପାଇଁ ଉପ ଜ଼ିଲ୍ଲାପାଳ  ଅନୁରୋଧ କରିବା ସହ  ସମସ୍ତ ଙ୍କ ସହଯୋଗ କାମନା କରିଥିଲେ l ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ସୁଶ୍ରୀ ରିତାକାନ୍ତି ବଳିୟାର ସିଂହ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଆବାହକ ତଥା ଏଡିଟର ହୀରାଞ୍ଚଳ ଯୁଗଲ କିଶୋର ସାମଲ, ସାହିତ୍ୟିକ ଶ୍ରୀ ରମେଶ ପ୍ରଶାଦ ମେହେର, ସାହିତ୍ୟିକ ନୀଳଲୋହିତ ମହାପାତ୍ର, ଶିକ୍ଷକ ଶ୍ରୀ ସୁଶାନ୍ତ କୁମାର ମହାପାତ୍ର, ଗୌରୀଶଙ୍କର ପଣ୍ଡା, ଦେବବ୍ରତ ପାଣିଗ୍ରାହୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like