-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ବିଭିନ୍ନ ପ୍ରକଳ୍ପ ପାଇଁ ଜିଲାକୁ ମିଳିଥିବା ଅନୁଦାନର ସମୀକ୍ଷା କଲେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ

16-Dec-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) : ଆଜି ଅପରାହ୍ନରେ ରାଜ୍ୟ ଯୋଜନା ଓ ସମନ୍ୱୟ ବିଭାଗ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ଜିଲ୍ଲାକୁ ବିଭିନ୍ନ ପ୍ରକଳ୍ପ ନିର୍ମାଣ ପାଇଁ ମିଳିଥିବା ଅନୁଦାନ ର ସମୀକ୍ଷା କରିଥିଲେ । ନିର୍ମାଣାଧିନ ପ୍ରକଳ୍ପ ଗୁଡିକର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହିତ ଯେଉଁ ପ୍ରକଳ୍ପ ଗୁଡିକ

ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ ତାହାର କାରଣ ସଂପର୍କରେ ପଚାରି ବୁଝିବା ସହ ତୁରନ୍ତ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ମାଣାଧିନ ପ୍ରକଳ୍ପ ଗୁଡିକର କାର୍ଯ୍ୟ ତୁରନ୍ତ ସମାପ୍ତ କରିବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ପତ୍ର ଯୋଗେ ଅବଗତ କରାଇବାକୁ ଉପନିର୍ଦ୍ଦେଶକ ଜିଲ୍ଲା ଯୋଜନା ବିଭାଗଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲାରେ ଚାଲିଥିବା ମେଗା ପ୍ରକଳ୍ପ ଓ ମେଗା

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟ,ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ପାଇଁ ନିର୍ମାଣାଧିନ ଛାତ୍ରାବାସ, ଧାନମଣ୍ଡି ପରିଚାଳନା ସଂପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ ।  ଜିଲାକୁ ମିଳିଥିବା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅନୁଦାନ,ସାଂସଦ ଓ ବିଧାୟକ ପାଣ୍ଠି,ସ୍ପେଶାଲ ପ୍ରୋବ୍ଲେମ ଅନୁଦାନ,କ୍ରିଟିକାଲ ଗେପ ଅନୁଦାନ ଓ ସ୍ପେଶାଲ ଡେଭଲପ୍‌ମେଣ୍ଟ ପ୍ରୋଗାମ  ସଂପର୍କରେ ମନ୍ତ୍ରୀ ଶ୍ରୀଢୋଲକିଆ ସମୀକ୍ଷା କରି ତୁରନ୍ତ ପ୍ରକଳ୍ପ ଗୁଡିକ କାର୍ଯ୍ୟ ସମାପ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ଅବସରରେ ମନ୍ତ୍ରୀ ଶ୍ରୀଢୋଲକିଆ ନିର୍ମାଣାଧିନ ତିନିଶହ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହିତ କ୍ଷେତ୍ର ପରିଦର୍ଶନ କରି ଠିକାସଂସ୍ଥାର କର୍ମକର୍ତ୍ତା ଓ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ଆସନ୍ତା ମାର୍ଚ୍ଚ ୫ ତାରିଖ ପୂର୍ବରୁ ଚିକିତ୍ସାଳୟର ନିର୍ମାଣ କାର୍ଯ୍ୟ ସାରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ । ଏହି ଅବସରରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ,ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ଉପଜିଲ୍ଲାପାଳ ରବିନ୍ଦ୍ର କୁମାର କହଁର,ପୁର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାତ ଦାସ,ସହକାରୀ ଯନ୍ତ୍ରୀ ନିରଞ୍ଜନ ଧଳ,ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅଭୟ କୁମାର ଦାଶ,ଉପନିର୍ଦ୍ଦେଶକ ଜିଲ୍ଲା ଯୋଜନା ଓ ସମନ୍ୱୟ ବିଭାଗ ଇ. ସୋରେଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like