-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଉନ୍ଦେର ନଦୀ ବାଳିଘାଟ କୁ ନେଇ ସିନ୍ଧେକେଲା ଥାନାରେ ତହସିଲଦାର ଙ୍କୁ ଘେରାଉ, ପବ୍ଲିକ ଓ ତହସିଲଦାରଙ୍କ ତୁତୁ ମେମେ

17-Dec-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲ ଅନ୍ତର୍ଗତ ସିନ୍ଧେକେଲା ଥାନାରେ ବାଲିଘାଟ କୁ ନେଇ ପବ୍ଲିକ ଓ ତହସିଲଦାର ମଧ୍ଯରେ ତୁତୁ ମେମେ ଗୋଟିଏ ଘଣ୍ଟା ଧରି ଚାଳିଥିଲା ଥାନା ସାମ୍ନାରେ ହୋ ହାଲ୍ଲା। ଘଟଣାନୁଯାଇ ସିନ୍ଧେକେଲା ଦେଇ ବହି ଯାଉଛି ଉନ୍ଦେର ନଦୀ। ଏହି ନଦୀର ବାଲି ଉନ୍ନତ ମାନର ଥିବାରୁ ଉନ୍ଦେର ନଦୀ ବାଲିର ବେଶ ଚାହିଦା ତହସିଲ ଅଞ୍ଚଳରେ 

ବାହାରେ। ତେବେ ବର୍ତ୍ତମାନ ଉନ୍ଦେର ନଦୀର ତେଲସରାଇ ଓ ଭତାସର ଘାଟ କୁ ନେଇ ଭତାସର ଗ୍ରାମବାସୀ ବିରୋଧ କରି ବାଲି ବୋଝେଇ ଏକ ହାଇୱା ଗାଡିକୁ ଗତକାଳି ସିନ୍ଧେକେଲା ଥାନାରେ ଜିମା ଦେଇଥିଲେ ଗାଁ ଲୋକେ । ଏହି ଘଟଣାକୁନେଇ ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣୀ ସୁନାନୀ ଆଜି ଅପରାହ୍ନ ରେ ସିନ୍ଧେକେଲା ଥାନାକୁ ପହଞ୍ଚି ଭତାସର ଗ୍ରାମବାସୀଙ୍କୁ ଡକାଇଥିଲେ। ପରେ ଗ୍ରାମବାସୀଙ୍କ ସହ ସିନ୍ଧେକେଲା ସରପଞ୍ଚ

ନରେଶ ଅଗ୍ରୱାଲ , ତାଙ୍କ ବଡଭାଇ ମନୋଜ କୁମାର ଅଗ୍ରୱାଲ, ସିନ୍ଧେକେଲା ପୂର୍ବ ସମିତିସଭ୍ଯ ବିଶ୍ବମ୍ବର ସାହୁ ଙ୍କ ସହ ବହୁଲୋକ ଥାନାକୁ ପହଞ୍ଚି ବାଲି ଘାଟ ଯୋଗୁଁ ସିନ୍ଧେକେଲା ରୁ ଭତାସର ଯାଉଥିବା ରାସ୍ତା ଖାଳଖମାର ରେ ଭର୍ତ୍ତି ହୋଇଥିବା ଅଭିଯୋଗ କରିଥିଲେ। ଏବଂ ଶ୍ରମିକ ପରିବର୍ତ୍ତେ ମେସିନ ଲଗାଇ ବାଲି ଚାଳାଣ ହେଉଥିବାରୁ ଲୋକେ କାମ ହରାଉଥିବା ଅଭିଯୋଗ ବି ଆଣିଥିଲେ। ଏ ମଧ୍ଯରେ ଗୋଟିଏ ଘଣ୍ଟା ଧରି ହୋ ହାଲ୍ଲା ଚାଳିଥିଲା। ପରେ ତହସିଲଦାର ବାଲିଘାଟରୁ କେବଳ ଟ୍ରାକ୍ଟର ଯୋଗେ ବାଲି ବୋଝେଇ ହେବବୋଲି କହିବାପରେ ଲୋକେ ଭତାସର ରାସ୍ତାକୁ ଯାଇ ନିଜେ ରାସ୍ତାର ଅବସ୍ଥା ଦେଖିବାପାଇଁ ତହସିଲଦାର ଶ୍ରୀ ସୁନାନୀ ଙ୍କୁ ଲୋକେ ଅନୁରୋଧ କରିଥିଲେ। ତହସିଲଦାର ଭତାସର ରାସ୍ତାକୁ ଯାଇ ନିଜେ ସ୍ଥିତି ଅନୁଧ୍ୟାନ କରି ଉଚ୍ଚ ଅଧିକାରିଙ୍କ ଦୃଷ୍ଟି ଆକର୍ଷଣ କରି ରାସ୍ତାକାମ କରିବା ପାଇଁ ଅନୁରୋଧ କରିବି ବୋଳି ଉପସ୍ଥିତ ଲୋକଙ୍କୁ କହିଥିଲେ। ଘଟଣାକୁ ନେଇ ଖବର ଲେଖାହେବା ପର୍ଯ୍ୟନ୍ତ ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡିଛି । ପରେ ବାଲିଘାଟ ଲିଜ ନେଇଥିବା ଠିକାଦାର ଚାନ୍ଦ ଅଗ୍ରୱାଲ ତାଙ୍କ ହାଇୱା ର କାଗଜପତ୍ର ଥାନାରେ ଦାଖଲ କରିବାରୁ ବାଲି ବୋଝେଇ ହାଇୱା କୁ ଥାନାରୁ ଛଡାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like