-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||     

HOME   ଜିଲ୍ଲା

ଭୀମଡୁଙ୍ଗୁରୀ ପାର୍କରେ ସ୍ଥାପିତ ହେବ ଉନ୍ନୟନ କାମର ମୋଡେଲ

17-Dec-2022



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ଭୀମଡୁଙ୍ଗୁରୀରେ ରାଜ୍ୟସରକାରଙ୍କ ତରଫରୁ ବିଭିନ୍ନ ଉନ୍ନୟନ କାମ ଚାଲୁରହିଛି । ଏପର୍ଯ୍ୟନ୍ତ ପର୍ଯ୍ୟଟନବିଭାଗ ଓ ଜଙ୍ଗଲବିଭାଗ ତରଫରୁ ଏଠାରେ ପ୍ରାୟ ୪କୋଟି ଟଙ୍କାର ଅନୁଦାନରେ ବିଭିନ୍ନ ଭିତ୍ତିଭୂମୀ ନିର୍ମାଣ କରାଯାଇଛି । ପାହାଡ ଉପରକୁ ପାହାଚ,ତଳେ ଟୁରିଷ୍ଟହୋମ,ବିଦ୍ୟୁତକରଣ,ପାର୍କ,ପାନୀୟଜଳ ପ୍ରକଲ୍ପ ଓ ଭୀମକଟାରେ ବୋଟିଂର ସୁବିଧା କରାଯାଇଛି । ତେବେ ରାଜ୍ୟସରକାର ଏହାକୁ ଏକ ଉନ୍ନତ ଧରଣର ଇକୋଟୁରିଜମ ସେଣ୍ଟର କରିବାକୁ ଯୋଜନା କରିଛନ୍ତି । ଜିଲ୍ଲା ପ୍ରଶାସନ ଜଙ୍ଗଲବିଭାଗ ତରଫରୁ ୬କୋଟି୨୪ଲକ୍ଷ ଓ ଜଳସେଚନ ବିଭାଗ ୨କୋଟି ୮୫ଲକ୍ଷ ଟଙ୍କାର ଅଟକଳ କରି ରାଜ୍ୟସରକାରଙ୍କୁ ଅନୁମୋଦନ ପାଇଁ ପ୍ରସ୍ତାବ ପଠାଉଛନ୍ତି । ଏବେ ହଜାର ହଜାର ପର୍ଯ୍ୟଟକ ଏହି ସ୍ଥାନକୁ ପରିଦର୍ଶନ ପାଇଁ ଆସୁଛନ୍ତି । ତେବେ ଏଠାରେ ପାର୍କରେ ଭୀମଡୁଙ୍ଗୁରୀରେ କରାଯାଇଥିବା ଏକ ବିକାଶର ମୋଡେଲ ସ୍ଥାପିତ ହେବ ବୋଲି ସୂଚନା ମିଳିଛି । ଯେଉଁ ପର୍ଯ୍ୟଟକମାନେ ପାହାଚଚଢି ପାହାଡ ଉପରକୁ ଯାଇ ପାରିବେ ନାହିଁ ସେମାନେ ମୋଡେଲକୁ ଦେଖି ସେଠାରେ କରାଯାଇଥିବା ସାମଗ୍ରୀକ ବିକାଶ କାମ ବିଷୟରେ ଜାଣିପାରିବେ ବୋଲି ବଲାଙ୍ଗୀର ଡିଏଫଓ ନୀତିଶ କୁମାର କହିଛନ୍ତି । ବଲାଙ୍ଗୀର ଡଏଫଓଙ୍କ କାର୍ଯ୍ୟାଳୟରେ ଆଜି ଏହି ମୋଡେଲକୁ ପ୍ରଦର୍ଶନ କରାଯାଇଛି । ଡିଏଫଓ ନିତିଶ କୁମାର,ଏସିଏଫ ଜୟନ୍ତ ସାହୁ,ବଲାଙ୍ଗୀର ରେଞ୍ଜର କେସବକିଶୋର ନାଏକ ଏହି ମୋଡେଲକୁ ପ୍ରଦର୍ଶିତ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026

You Might Also Like