-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗଜବାହାଲ ହାଇସ୍କୁଲ ବାର୍ଷିକ ଉତ୍ସବ ଉଦଯାପିତ ।

17-Dec-2022



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡାବ୍ଲକ ଅନ୍ତର୍ଗତ ଗଜବାହାଲ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଦ୍ୱି ଦିବସିୟ ବାର୍ଷିକ ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି l ଉଦଯାପନୀ ଉତ୍ସବରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଦେବାଶିଷ ସାହୁ ଙ୍କ ଅଧ୍ୟକ୍ଷତାରେ  ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ,ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପଣ୍ଡିତ ପଧାନ  , ସ୍ୱତନ୍ତ୍ର ଅତିଥି ଭାବେ କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା କୁନି ସାହୁ, ଜିଲ୍ଲାପରିଷସଭ୍ୟ (କ ) ମହେନ୍ଦ୍ର ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡୁଲେଶ୍ୱର ପଧାନ, ସମାଜସେବୀ ବାବା ଭଗବାନ ସାହୁ  ପ୍ରମୁଖ  ଯୋଗଦେଇଥିଲେ  l ଶିକ୍ଷକ ସୌଭାଗ୍ୟ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ ।

ଏହି ଅବଶରରେ କୃତି ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ବାଳକ ଓ଼ ବାଳିକା ସିନିଅର ବିଭାଗ ରୁ ମୃତୁଞ୍ଜୟ ଭୋଇ, ମନୀଷା ଗହୀର, ଜୁନିଅର ବିଭାଗ ରୁ ସଞ୍ଜୀବ ରଣା, ଲିପସା ପଧାନ, ସବଜୁନିଅର ବିଭାଗ ରୁ ଉତ୍ତମ ବେହେରା, ଅନ୍ଵେଷା ପୁଟେଲ ଚମ୍ପିଆନ ହୋଇଥିଲେ l ଶିକ୍ଷକ କୃପାସିନ୍ଧୁ ପୁଟେଲ, ରୋହିତ କୁମୁରା, ଅଶ୍ୱିନୀ କୁମାର ପଣ୍ଡା, ହରିଲାଲ ବିଭାର, ଠାକୁର ଚନ୍ଦ୍ର ଦୋରା, ରାମ ବେହେରା, ଡୋଳେଶ୍ୱର ସାହୁ, ବିବେକ ସେଠ, ପ୍ରକାଶ ମେହେର, ଅଜିତ କୁମାର ସାହୁ, ନୃପରାଜସାହୁ ଏବଂ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ଛାତ୍ର, ଛାତ୍ରୀ ମାନଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like