-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୮ଦଫା ଦାବି ନେଇ ଅଙ୍ଗୱାଡ଼ି କର୍ମୀ ମାନେ ଧର୍ମଗଡ ବିଧାୟକ ଙ୍କୁଏକ ଦାବି ପତ୍ର ପ୍ରଦାନ

17-Dec-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ, ଧର୍ମ ଗଡ ଓ କଲମପୁର ର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ଏକ ତ୍ରିତ୍ ହୋଇ କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟlଳୟ ଠାରୁ ବିଧାୟକ ଅଫିସ୍ କାର୍ଯ୍ୟଳୟ ପର୍ଯ୍ୟନ୍ତ ରୋଡ ସୋ ରାଲି କରି 
ଆଜି ଧର୍ମଗଡ ବିଧାୟକ  ଶ୍ରୀଯୁକ୍ତମଉସୋଧି ବାଗ ଙ୍କୁ ମାନ୍ୟ ବର ମୁକ୍ଷ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କୁ ଆଠ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି l ଏହି ଦାବି ପତ୍ର ଥିବା ଆଠ ଗୋଟି  ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ।

ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ। ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି କାର୍ଯ୍ୟ କ୍ରମ ରେ କଳାହାଣ୍ଡି ଜିଲ୍ଲା ଅଙ୍ଗୱାଡ଼ି ସଙ୍ଗସଭାନେତ୍ରୀ ଶ୍ରୀମତୀ ସଂଜୀବନୀ ପାଢ଼ୀ, ରାଜ୍ୟ ଅଙ୍ଗୱାଡ଼ି ସଙ୍ଗ ସଦସ୍ୟା ଶ୍ରୀମତୀ ଜସପିନ ନାୟକ,କୋକସରା ବ୍ଲକ ଅଙ୍ଗନ ବାଡି ସଙ୍ଗସଭାନେତ୍ରୀ ଦମୟନ୍ତୀ ବେଶ୍ରା  କଲମପୁର ଓ ଧର୍ମଗଡ ସଭାନେତ୍ରୀ ଓ ଆସି ଥିବା ଅଙ୍ଗୱାଡ଼ି କର୍ମୀ ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like