-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଅଫଲାଇନରେ ହେବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

03-Dec-2020



 (ପ୍ରେରଣା ଖବର) ଭୁବନେଶ୍ବର : ମହାମାରୀ କରୋନା ପାଇଁ ପାଠପଢା ଅନ୍‌ଲାଇନରେ ହେଉଥିବା ବେଳେ ପରୀକ୍ଷା କିପରି ହେବ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦ୍ବନ୍ଦ ଦେଖାଦେଇଥିଲା। କରୋନା ପାଇଁ ସ୍କୁଲ କଲେଜ ବନ୍ଦ । ପାଢ ପଢା ଅନଲାଇନରେ ହେଉଛି । ତେବେ ଆଗାମୀ ମାଟ୍ରିକ ଓ +୨ ପରୀକ୍ଷା ଅନଲାଇନ କି ଅଫଲାଇନରେ ହେବ ସେନେଇ ଆଶଙ୍କା ଲାଗିରହିଥିବାବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଛାତ୍ରଛାତ୍ରୀଙ୍କ ଏଭଳି ଆଶଙ୍କାକୁ ଦୂର କରିଛନ୍ତି ।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା। ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ। ଅଫଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି। ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ ପରୀକ୍ଷା ହେବ । ଏହାକୁ ନେଇ କିନ୍ତୁ ଛାତ୍ରଛାତ୍ରୀ ବିବ୍ରତ ହେବା ଉଚିତ ନୁହେଁ। ପରୀକ୍ଷା ନିହାତି ବିଳମ୍ବରେ ହେବ । କିନ୍ତୁ ତା’ ପୂର୍ବରୁ ଶିକ୍ଷାଦାନ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।ଅନ୍ୟପକ୍ଷରେ ନବମରୁ ଦଶମ ଶ୍ରେଣୀ ଖୋଲିବା ନେଇ ମନ୍ତ୍ରୀ ଶ୍ରୀ ଦାସ ସୂଚନା ଦେଇ କହିଛନ୍ତି ଯେ, ସ୍କୁଲ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବ ଶୀଘ୍ର ଏନେଇ ନିଷ୍ପତ୍ତି ନେବା ପରେ ଜଣାଇ ଦିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।ସୂଚନାଯୋଗ୍ୟ ଆଜି ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷାକୁ ଅଫଲାଇନ୍‌ରେ କରିବ ବୋଲି ଘୋଷଣା କରିଥିଲା।  ପରୀକ୍ଷାର୍ଥୀ ମାନେ ୨୦୨୦-୨୧ ପରୀକ୍ଷାକୁ ଲିଖିତ ଆକାରରେ ଦେବେ ବୋଲି ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଛି ।କୋରୋନା ମହାମାରୀ ସମୟରେ ଶିକ୍ଷା ପଦ୍ଧତି ଓ ପାଠ୍ୟକ୍ରମ ପରିବର୍ତ୍ତନ ଭିତରେ ସିବିଏସଇ ପରୀକ୍ଷା ପାଇଁ ଏକ ବଡ ନିଷ୍ପତ୍ତି ନେଇଛି । ଅନଲାଇନ ପରୀକ୍ଷା ପରିବର୍ତ୍ତେ ଲିଖିତ ଆକାରରେ ପରୀକ୍ଷା କରିବାକୁ ସିବିଏସଇ ସଙ୍କେତ ଦେଇଛି । ଅନଲାଇନ ପରୀକ୍ଷା ପାଇଁ ଏବେ କୌଣସି ଯୋଜନା ନଥିବା ସିବିଏସଇ ପକ୍ଷରୁ କୁହାଯାଇଛି । ସେହିପରି ଦଶମ ଓ ଦ୍ବାଦଶ ପରୀକ୍ଷା ସମୟରେ ଛାତ୍ରଛାତ୍ରୀଙ୍କୁ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦିଆଯିବ ବୋଲି କୁହାଯାଇଛି । କୋରୋନା ପାଇଁ ସରକାର ଜାରି କରିଥିବା ସମସ୍ତ ଗାଇଡଲାଇନ ପାଳନ ସହିତ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସିବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ବୋର୍ଡ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇନଥିବାବେଳେ ପ୍ରାକ୍ଟିକାଲ ପରୀକ୍ଷା ହୋଇ ନପାରିଲେ ବିକଳ୍ପର ବ୍ୟବସ୍ଥା ହେବ ବୋଲି କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ