-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମେଣ୍ଡାରେ ବାରପାହାଡ ମହୋତ୍ସବ ଓ କଂସଦରବାର

17-Dec-2022



ତରଭା(ପ୍ରେରଣା ଖବର)-ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ତ୍ରୀବେଣୀଛକରେ ବାରପାହାଡ ମହୋତ୍ସବ ଓ କଂସଦରବାର ଅନୁଷ୍ଠିତ ହେଉଛି । ମେଣ୍ଡା,ଦେଉଳପଦର,ପାଇକବାହାଲ ପଞ୍ଚାୟତର ଉତ୍ସାହୀ ଯୁବକମାନଙ୍କ ଦ୍ୱାରା ଏହା ଆୟୋଜିତ ହେଉଛି । ମହୋତ୍ସବ ଅବସରରେ ମୀନାବଜାର ଲାଗିଛି । ଫଳରେ ହଜାର ହଜାର ଦର୍ଶକ ଏଠାରେ ସମ୍ମିଳିତ ହେଉଛନ୍ତି । ମେଣ୍ଡା ଗଡତୀଅଞ୍ଚଳର ଇଷ୍ଟଦେବୀ ବାରପାହାଡଙ୍କ ନାମରେ ମହୋତ୍ସବ ନାମକରଣ କରାଯାଇଛି । ମହୋତ୍ସବରେ କଂସଦରବାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ପ୍ରଥମଦିନରେ ତରଭା ଥାନାଧିକାରୀ ସୁବ୍ରତକୁମାର ପାଣିଗ୍ରାହୀ ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ । ଦ୍ୱିତୀୟଦିନରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ,ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି କମ୍ପ,ମେଣ୍ଡା ଗ୍ରାମପଞ୍ଚାୟତର ସମିତିସଭ୍ୟା ଲକ୍ଷ୍ମୀପ୍ରୀୟା ମିଶ୍ର,ପାଇକବାହାଲ ସମିତିସଭ୍ୟ ରାଜକିଶୋର ଭୋଇ ଯୋଗଦେଇଥିଲେ । ମୁଖ୍ୟଅତିଥି ଶ୍ରୀ ଦାସ ତାଙ୍କ ବକ୍ତବ୍ୟରେ ବାରପାହାଡ ରିଜର୍ଭଜଙ୍ଗଲରେ ଥିବା ଦେବୀ ବାରପାହାଡଙ୍କ ପୀଠର ଉନ୍ନତିକରଣ ଓ ପର୍ଯ୍ୟଟନସ୍ଥଳି ପାଇଁ  ହେଉଥିବା ଦାବିକୁ ପ୍ରଶାସନ ପଦକ୍ଷେପ ନେବ ବୋଲି କହିଥିଲେ । ଏହା ସହିତ ବିଭିନ୍ନ ସ୍ଥାନରେ ହେଉଥିବା କଂସଦରବାର ହେଉଛି ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତିଫଳିତ କରୁଥିବା ଏକ ସଚେତନତା କାର୍ଯ୍ୟକ୍ରମ ବୋଲି କହିଥିଲେ । କଂଦରବାରରେ କଂସ ଭୂମିକାରେ ଥିବା ବଲାଙ୍ଗୀର ଜିଲ୍ଲା ଫଟକରାଗ୍ରାମର ଅନୀଲ ନାଏକ ଓ ତାଙ୍କ ଟିମର ଅଭିନୟ ଖୁବ ଉଚ୍ଚକୋଟିର ହେଉଛି ଯାହାକି ଦର୍ଶକଙ୍କୁ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କୁ ଆକର୍ଷିତ କରୁଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ ଓ ଏଥିରେ ପ୍ରଶାସନିକ ଅଧିକାରୀଗଣଙ୍କ ସହିତ ସୋନପୁର ବିଧାୟକ ତଥା ଅର୍ଥମନ୍ତ୍ରୀ ନିରଂଜନ ପୂଜାହାରୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମହୋତ୍ସବକୁ ଯୁବନେତା ରାଜେନ୍ଦ୍ର ପଣ୍ଡା,ତରଭା ବ୍ଲକଅଧ୍ୟକ୍ଷ ସରୋଜ କମ୍ପ,ପାଇକବାହାଲ ସରପଞ୍ଚଗଣନାଥ ସାହୁ,ସାଗରତଳଗୋଠର ରାମଶଙ୍କର ମହାପାତ୍ର,ଗଜେନ୍ଦ୍ର ମେହେର,ମେଣ୍ଡାର ପୂର୍ବତନ ସରପଞ୍ଚହୃଷିକେଶ ପାତ୍ର,ପାଇକବାହାଲର ଚକ୍ରଧର ସା,ହୃଷିକେଶ ପଣ୍ଡା,ରାଜପାଲିର ମଦନମୋହନ ପଣ୍ଡା,ବ୍ରାହ୍ମଣୀପାଲିର ଭାଗିରଥି ସାହୁ,ରାଜୀବ ପଣ୍ଡା ପ୍ରମୁଖ ପରିଚାଳନା କରୁଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like