-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ମହାନଗର

ଅଭିଷେକ ର ଦ୍ଵାଦଶାହ ଉପଲକ୍ଷେ ଶିଶୁ ଆଶ୍ରମ ରେ ଖାଦ୍ୟ ଓ ରୋଗୀ ଆଶ୍ରମ ରେ କମ୍ବଳ ବଣ୍ଟନ, ଶେଷ ଇଛା  ପୁରା କଲେ ଆତ୍ମୀୟ ସ୍ୱଜନ

17-Dec-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଗତ କାଲି  ସୁବର୍ଣ୍ଣପୁର ଠାରେ ପ୍ରଫେସର ସ୍ବର୍ଗତ ଅଭିଷେକ ମିଶ୍ର ଙ୍କ ଦ୍ଵାଦଶାହ ଉପଲକ୍ଷେ ସ୍ଥାନୀୟ ଶିଶୁ ସେବା ଶ୍ରମ ଠାରେ ସମସ୍ତ ଅନ୍ତେବାସୀଙ୍କୁ ମାଧ୍ୟାନ୍ନ ଭୋଜନ ଓ ତେଲ ନଦୀ କୂଳ ରେ ଥିବା ରୋଗୀ ସେବା ଶ୍ରମ ରେ ମଧ୍ୟାହ୍ନ ଭୋଜନ ସହିତ ଶୀତ ବସ୍ତ୍ର କମ୍ବଳ ବଣ୍ଟନ କଲେ ଆତ୍ମୀୟ ସ୍ୱଜନ l ଏହି ମହତ କାର୍ଯ୍ୟକ୍ରମ ରେ  ସ୍ବର୍ଗତ ଅଭିଷେକ ର ବଡ଼ ଭାଇ  ହାଇକୋର୍ଟ ଏଡଭୋକେଟ ଅଭିଲାଶ ମିଶ୍ର,  ମାମୁଁ ମନୋରଞ୍ଜନ ତ୍ରିପାଠୀ, ଆଇନଜିବୀ ପ୍ରଦୀପ ପୁରୋହିତ ଙ୍କ ସମେତ ସୁବର୍ଣ୍ଣପୁର ର ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ  ଓ ଭୁବନେଶ୍ୱର ଏମ୍ସ ହସ୍ପିଟାଲର ଗେଷ୍ଟ୍ରୋଏଣ୍ଟ୍ରୋଲୋଜିଷ୍ଟ ଡ. ବ୍ରହ୍ମ ଦତ୍ତ ପଟ୍ଟନାୟକ ସାମିଲ ହୋଇ ଶିଶୁ ଆଶ୍ରମ ର ଛାତ୍ର ଛାତ୍ରୀ ଓ  ନାରାୟଣ ସେବାଶ୍ରମର ଅନ୍ତେବାସୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରି ରୋଗୀ ମାନଙ୍କୁ ଶୀତ ବସ୍ତ୍ର ମଧ୍ୟ ବାଣ୍ଟି ଥିଲେ l ଅଭିଷେକ ର ଅମର ଆତ୍ମl ଶାନ୍ତି ଲାଗି ଓ ଶେଷ ଇଚ୍ଛା କୁ ପୁରା କରିବା ପାଇଁ ପରିବାର ଓ ଆତ୍ମୀୟ ସ୍ୱଜନ ଦ୍ୱାରା ଆୟୋଜିତ ଏଭଳି ମହତ କାର୍ଯ୍ୟକୁ ସହର ର ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି l ପ୍ରକାଶ ଥାଉ କି ଯେ ଜ଼ିଲ୍ଲା ଗ୍ରନ୍ଥlଗାର ର ପାଠକ ଙ୍କ ପାଇଁ  କିଛି ପୁସ୍ତକ  ତାଙ୍କ ସ୍ମୃତି ରେ  ପ୍ରଦାନ, ଓ ଜ଼ିଲ୍ଲା ର ମେଧାଵୀ ମାଟ୍ରିକ ଟପ୍ପର ଓ ସ୍ନାତକୋତ୍ତର ଟପ୍ପର ମେଧା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ  ଓ ଉତ୍ସାହିତ କରିବା ର  ଅଭିଷେକର ଆଉ ଏକ ଅଭିଳାଷ କୁ ପୂରଣ କରିବା ର ଉଦ୍ୟମ ମଧ୍ୟ ଆରମ୍ଭ କରିଛନ୍ତି ବଡ଼ ଭାଇ ଅଭିଳାଷ ବୋଲି ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like