-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଲାଲ୍ ବାହାଦୁର ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

17-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ବାର୍ଷିକ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି l ଏହି ଅବସରରେ ପ୍ରାୟ ୩୫ ପ୍ରକାର ଖେଳକୁ ସ୍ଥାନ ଦିଆଯାଇଥିଲା ଯାହାକି ଦୌଡ ପ୍ରତିଯୋଗିତା, ଉଛଡିଆଁ, ମ୍ୟୁଜିକ ଚେୟାର, ସଟ୍ ଫୁଟ୍, ଜେବଲିନ ଥ୍ରୋ, ଲମ୍ବଡିଆଁ ଇତ୍ୟାଦି l ଲାଲ ବାହାଦୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ବାରିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ସରଗାଡ ସରପଞ୍ଚ ସରୋଜ କୁମାର ବେହେରା, ସମ୍ମାନିତ ଅତିଥି ଭାବରେ ସ୍କୁଲ କମିଟି ସଭାପତି ଗଙ୍ଗାଧର ପଟେଲ, ସି.ଆର୍.ସି.ସି ସୂର୍ଯ୍ୟକାନ୍ତ ପଧାନ, ବରିଷ୍ଠ ଶିକ୍ଷୟତ୍ରୀ ସସ୍ମିତା ମେହେର ପ୍ରମୁଖ ମଞ୍ଚାସୀନ ଥିଲେ l ସିନିୟର୍ ବାଳକ ବିଭାଗରେ ଦଶମ ଶ୍ରେଣୀ ଛାତ୍ର ରୋହନ ବେହେରା, ସିନିୟର୍

ବାଳିକା ବିଭାଗରେ ନବମ ଶ୍ରେଣୀ ଛାତ୍ରୀ ରିତୁ ସେଲମା, ଜୁନିୟର ବାଳକ ବିଭାଗରେ ଅନିଲ ସେଠ୍, ଜୁନିଅର ବାଳିକା ବିଭାଗରେ ପ୍ରତୀକ୍ଷା ପଧାନ, ଶବ୍ ଜୁନିଅର ବିଭାଗରେ ରାଜେଶ ନାଏକ ପ୍ରମୁଖ ବହୁ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରି ଚମ୍ପିୟାନ ହୋଇ ପୁରସ୍କାର ଗ୍ରହଣ କରିଥିଲେ l ସସ୍ମିତା ସାହୁ,ବେଦପ୍ରକାଶ ପଧାନ,ସଂଘମିତ୍ରା ପଟେଲ,ମନୋରଞ୍ଜନ ଭୋଇ,ବିକ୍ରମ ସାହୁ,ସୂର୍ୟକାନ୍ତି ପଧାନ,ବିକାଶ ପାଠି,ଈଶ୍ୱର ଘୁଳି,ଦୀପ୍ତି ଖୁଣ୍ଟିଆ,ଜ୍ୟୋତିରଂଜନ ମହାନନ୍ଦ,ପାଣ୍ଡବ ସମିନୀ,ଦେବଶୁଲି ମୁଗ୍ରୀ ପ୍ରମୁଖ ସ୍କୁଲ ଷ୍ଟାଫ୍ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like