-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା

18-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁଲମୁଠୀର ବାର୍ଷିକ କ୍ରୀଡା ସ୍ଥାନୀୟ ନୂଆଁପାଲି ସ୍ଥିତ ଖେଳ ପଡିଆ ଠାରେ ଶନିବାର ଅନୁଷ୍ଠିତ ହୋଇଥିଲା ପ୍ରାରମ୍ଭରେ  ବିଦ୍ୟାଳୟର ସମସ୍ତ ଛାତ୍ରୀ ଏକ ମଶାଲ ଶୋଭାଯାତ୍ରାରେ ପଡିଆକୁ ଆସିବା ପରେ ମୁଖ୍ୟ ଅତିଥି ବିନିକା ନଗରପାଳ ସୁବାସ ଚନ୍ଦ୍ର ଭୋଇ ଦୀପ ପ୍ରଜ୍ବଳନ କରି କ୍ରୀଡା ଉତ୍ସବକୁ ଉଦ୍ଘାଟନ କରିଥିଲେ ।ବିଦ୍ୟାଳୟର ଅଧ୍ୟକ୍ଷ ପଞ୍ଚାନନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି

ଶ୍ରୀ ଭୋଇ,ସମ୍ମାନିତ ଅତିଥି ପୋଲିସ ସବ ଇନ୍ସପେକ୍ଟର ରବୀନ୍ଦ୍ର ସାହୁ ଯୋଗଦେଇ କ୍ରୀଡା ଦ୍ଵାରା ଶରୀରର ଉପକାରିତା ଉପରେ ସୂଚନା ଦେଇଥିଲେ ।ଅଧ୍ୟାପିକା ବୈଜୟନ୍ତୀ ସାହୁ ଅତିଥି ପରିଚୟ ପ୍ରଦାନ ସହ ସ୍ଵାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ ଅଶୋକ ବିଶି ଧନ୍ୟବାଦ ଅର୍ପଣ କରିଥିଲେ ।ଖେଳ ଶିକ୍ଷୟତ୍ରୀ ବିନ୍ଦୁଲତା କରଙ୍କ ପରିଚାଳନାରେ ଅନୁଷ୍ଟିତ ଏହି ପ୍ରତିଯୋଗିତାରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରୀ ଭାଗ ନେଇଥିଲେ ।ଅନୁଷ୍ଟିତ ୧୦୦ମି ଦୋୖଡରେ ଦିବ୍ୟାରାଣୀ ଭରାସାଗର,ସୁପ୍ରିୟା ନେପାକ,ସପ୍ତସିନି ମହଲା, ୨୦୦ମି ରେ ଦୀବ୍ୟାରାଣୀ ଭରାସାଗର, ମୋନାଲିସା କର୍ଣ୍ଣ, ସଞ୍ଜନା ନାଗ,ସଟଫୁଟ ଥ୍ରୋ ରେ ପିଙ୍କି ସୁନା,ଗାୟତ୍ରୀ ଭୁଏ, ପ୍ରୀତି ପେରା,ଡିସକସ ଥ୍ରୋ ରେ ସୃତିମୟୀ ସେଠୀ,ପ୍ରୀତି ପେରା,କରିଷ୍ମା ଦାଶ,ଜାଭଳିନ ଥ୍ରାେ ରେ ପିଙ୍କି ସୁନା,ପୂଜା ପାତ୍ର,ମମି କର୍ଣ୍ଣ,ଲଙ୍ଗଜମ୍ପରେ ଦିଵ୍ୟାରାଣୀ ଭରାସାଗର,ପୂଜା ପାତ୍ର, ସପ୍ତସିନି ମହଲା, ମ୍ୟୁଜିକ ଚୈଆର ରେ ଏଲିନା ନାଗ,ସୁନେଲି ମେହେର,କାମିନୀ ଭୁଏ

ପ୍ରମୁଖ ସଫଳ ପ୍ରତିଯୋଗୀ ଭାବେ ଚୟନ ହୋଇଥିବା ବେଳେ ସବୁ ବିଭାଗରେ ଉଚ୍ଚ କୋଟୀର ଖେଳ ପ୍ରଦର୍ଶନ କରିଥିବା ଦୀଵ୍ୟାରାଣୀ ଭରାସାଗର ଚମ୍ପିୟାନ ଆଖ୍ୟା ଅର୍ଜନ କରିଛନ୍ତି ।ଅନୁଷ୍ଟିତ ଏହି ପ୍ରତିଯୋଗିତା ପରିଚାଳନାରେ ଅଧ୍ୟାପିକା ଗୀତାଞ୍ଜଳି ତ୍ରିପାଠୀ, ସଙ୍ଗୀତା ପୁରୋହିତ,ଅଧ୍ୟାପକ ସବ୍ୟସାଚୀ ଦନ୍ତା,ଚୈତନ୍ୟ ମେହେର,ଶିବ ନାରାୟଣ ମେହେର,ପ୍ରଦୀପ ମିଶ୍ର, ବିଶ୍ୱାମିତ୍ର ପାତ୍ର,ତ୍ରିସନ୍ଧ୍ୟା ମେହେର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like