-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍ ର ବାର୍ଷିକୋତ୍ସବ ଅନୁଷ୍ଠିତ

18-Dec-2022



ବରଗଡ:-ବରଗଡ଼ ଜିଲ୍ଲା ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପ ପରିସରରେ ରାଜବୋଡାସମ୍ବର ଫଟୋଗ୍ରାଫର୍ସ ଆସୋସିଏସନ୍  ତାର ଷଷ୍ଠତମ ବାର୍ଷିକ ଉତ୍ସବ ମହାସମାରୋହ ରେ ପାଲିତ ହୋଇଯାଇଛି।ଏଇ ଅବସରରେ ନାଟ୍ୟକାର ଅଶୋକ କୁମାର ବହିଦାର ଙ୍କ ସଂଯୋଜନାରେ ଆୟୋଜିତ ସଭା ରେ ଫଟୋଗ୍ରାଫି ମହାସଂଘ ଓଡ଼ିଶାର ସଭାପତି ଅତୁଲ ସଂଘଭି,ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବାବେଳେ,ଶିଶିର କୁମାର ନାଏକ,ଶିଶିର କର,ଯଶୋବନ୍ତ ନାରାୟଣ ସିଂ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ।ପ୍ରଫେସର କେଶ ରଞ୍ଜନ ପ୍ରଧାନ ମୁଖ୍ୟବକ୍ତା ଭାବେ ଯୋଗଦାନ କରି ଅତିତ ଏବଂ ବର୍ତ୍ତମାନ ର ଫଟୋଗ୍ରାଫିକ୍ସ ସମ୍ପର୍କରେ ବିଶଦ ଭାବେ ବକ୍ତବ୍ୟ ପ୍ରଦାନ କରିଥିଲେ।ପ୍ରାରମ୍ଭରେ ମୁଖ୍ୟ ଅତିଥି ଶ୍ରୀମାନ ସଂଘଭି ମାଁ ସମଲେଇ ଙ୍କ ନିକଟରେ ଦୀପ ପ୍ରଜ୍ଜଳନ କରି ଉତ୍ସବ କୁ ଉଦଘାଟନ କରିଥିଲେ।ଆସୋସିଏସନ୍ ର ସଭାପତି ସୁବାସ ଚନ୍ଦ୍ର ଚୋପଦାର ସ୍ୱାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ,ସଂପାଦକ ତ୍ରିବିକ୍ରମ ପ୍ରଧାନ ବିବରଣୀ ପଠନ କରିଥିଲେ।ବରଗଡ ଜିଲ୍ଲା ର କର୍ତ୍ତବ୍ୟରତ ବରିଷ୍ଠ ସାମ୍ବାଦିକ ଶ୍ରୀମାନ ନିରଞ୍ଜନ ତ୍ରିପାଠୀ ଙ୍କ ସାମ୍ବାଦିକତା କ୍ଷେତ୍ରରେ ନିର୍ଭିକ ସତ୍ୟତା ଖବର ପରିବେଷଣ କୁ ଆଧାର କରି ଏହି ଭବ୍ୟ ମଞ୍ଚରେ ଆସୋସିଏସନ୍ ପକ୍ଷରୁ ଅତିଥିଗଣ ସମ୍ମାନୀତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଫଟୋଗ୍ରାଫର ସତ୍ୟରାମ ମେହେର,ଶିଶିର କର ଓ ସଚିତାନନ୍ଦ ସାହୁ ଙ୍କୁ ବିଭିନ୍ନ କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯିବା ସହିତ ବିଭିନ୍ନ ଅଞ୍ଚଳ ର କର୍ମକର୍ତ୍ତା ମାନଙ୍କୁ ତଥା ପଦ୍ମପୁର ର କର୍ତ୍ତବ୍ୟରତ  ସାମ୍ବାଦିକ ସର୍ବଶ୍ରୀ:-ରତ୍ନମଣୀ ଶତପଥୀ,ଅଶ୍ୱିନୀ ଧରୁଆ,ଗୋପବଂଧୁ ଶିକା,ନୀଳକଣ୍ଠ ଦିପ,ହେମନ୍ତ ସାହୁ,ସୋମେଶ ମହାନ୍ତି ପ୍ରମୁଖ ଙ୍କୁ ସମ୍ମାନୀତ କରାଯାଇଥିଲା।ମଣିଷ ଜୀବନ ସହିତ ଫଟୋଗ୍ରାଫି ଅଙ୍ଗାଅଙ୍ଗୀ ଭାବେ ଜଡ଼ିତ ବୋଲି ଭାଷଣ ପ୍ରସଙ୍ଗରେ   ଅତିଥି ଗଣ ତାଙ୍କ ମତପ୍ରଦାନ କରିଥିଲେ।ଏ ପରିପ୍ରେକ୍ଷୀରେ ସରକାରୀ ବାଳିକା ହାଇସ୍କୁଲ ର ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ।ଶେଷରେ ସୁଶ୍ରୀ ବିନିସ୍ମିତା ପଣ୍ଡା ଙ୍କ ସଂଯୋଜନାରେ ପୁରୀ ରୁ ଆସିଥିବା ଗୋଟି ପୁଅ ନୃତ୍ୟ ଦଳ ଓ ବଲାଙ୍ଗୀର ରୁ ଆସିଥିବା ରୁମକୁଝୁମା ସାଂସ୍କୃତିକ ଦଳ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।ଶେଷରେ ସହ ସମ୍ପାଦକ ସୁନିଲ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like