-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କମସରା ଫାଣ୍ଡି ପରିସରରେ ରକ୍ତଦାନ ଶିବିର, ରକ୍ତଦାନ କରି ରକ୍ତଦାତା ଙ୍କୁ ଉତ୍ସାହିତ କଲେ ଏସ୍ ପି

18-Dec-2022



ସୁବର୍ଣ୍ଣପୁର / ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ତରଭା ବ୍ଲକ କମସରା ପୋଲିସ ଫାଣ୍ଡି ଆମ ପୋଲିସ ସମିତି ଓ ମୋ ସରକାର ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଏ ରକ୍ତଦାନ ଶିବିର କୁ ଶୁଭ ଉଦଘାଟନ କରି  ଆଗକୁ କିଭଳି ନୂତନ ଯୁବ ପିଢୀ  ନୂତନ ରକ୍ତଦାତା ରକ୍ତଦାନ କରିବେ ଏବଂ  ଆମ ରାଜ୍ୟ ରେ ଯେମିତି ରକ୍ତର ଅଭାବରେ କୌଣସି ରୋଗୀ ମରି ନ ଯିବେ ସେଇ ମହତ ଉଦ୍ଦେଶ୍ୟ ନେଇ ସାରା ରାଜ୍ୟରେ ପୋଲିସ 

ପକ୍ଷରୁ ଏ ଅଭିଯାନ ଜାରି ରହିଛି ବୋଲି କହିଥିଲେ । ଥାନା ଅଧିକାରୀ ସୁବ୍ରତ କୁମାର ପାଣିଗ୍ରାହୀଙ୍କ  ସଂଯୋଜନା ଓ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ୨୫୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ସେଥି ମଧ୍ୟରୁ  ୪୨ ଜଣ ମହିଳା ଓ ୭୧ ଜଣ ନୂତନ ରକ୍ତ ଦାତା ରକ୍ତ ଦାତା ଦାନ କରିଥିଲେ । ଏହି ଶିବିରରେ ଓଡିଶା ଡ୍ରାଇଭର ମହାସଂଘ ତରଭା ଶାଖା ମାହେଶ୍ୱରୀ ସଂଗଠନ, CHANGE YOUR MIND (ଚେଞ୍ଜ ଈଓର ମାଇଣ୍ଡ)  ଆସୋସିଏସନ୍, ଭୀମ ଆର୍ମି, ପ୍ରଗତି କ୍ଲବ୍ ସରଗଜ, ଏଫ ସି କ୍ଲବ୍ କମସରା ସମେତ ଅନେକ ସ୍ବେଛାସେବୀ ସଂଗଠନ ଓ ସ୍ବେଚ୍ଛାକୃତ ରକ୍ତଦାତା ରକ୍ତଦାନ ଶିବିର ରେ ଯୋଗ ଦାନ କରିଥିଲେ । ଜିଲ୍ଲା ପୋଲିସ ର ସୋନପୁର ଏସ ଡି ପି ଓ  ପୁଷ୍ପାଞ୍ଜଳି ନୀଙ୍ଗି, ଡି ଏସ ପି ସତ୍ୟଜିତ ମିଶ୍ର, ରକ୍ତ ଦାତା ଓ  ବିଭିନ୍ନ ସଂଗଠନକୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କରି ଥିଲେ ।  ତରଭା ଆଇ ଆଇ ସି ଶ୍ରୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସଭାରେ  ତରଭା ଥାନାର ଏସ ଆଇ ଯଯାତୀ ସାହୁ , ଏ ଏସ ଆଇ ନିମେଇ ବାରିକ୍, ନିରୁପମା ସ୍ୱାଇଁ ,କମସରା ଫାଣ୍ଡି ର ନିରଞ୍ଜନ ଭଞ୍ଜ, ଶକ୍ତି ଭେସେରା, ପ୍ରକାଶ ଧରୁଆ, ଉମେଶ ନାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଜିଲ୍ଲା ରକ୍ତ ଦାତା ସଂଯୋଜକ ହବିଲାଦାର ମନୋଜ ପଣ୍ଡା ଓ ଆମ ପୋଲିସ ସଂଯୋଜକ ଶିଶିର ପଣ୍ଡା, ଜୟ ପ୍ରକାଶ, ନାରାୟଣ ସାହୁ, ଅଶୋକ ସାହୁ ସଭା ସଂଯୋଜନା କରିଥିଲେ । ସୁବର୍ଣ୍ଣପୁର ରକ୍ତ କେନ୍ଦ୍ର ୭୦ ୟୁନିଟ, ବୁର୍ଲା ଭିମ୍ସା କୁ  ୧୦୪ , ବରଗଡ ୪୦ ଓ ବଲାଙ୍ଗିର ୪୫ ୟୁନିଟ ରକ୍ତ ସଂଗ୍ରହ କରିଥିଲେ । ସମସ୍ତ ରକ୍ତକେନ୍ଦ୍ରର କର୍ମଚାରୀ ଡ. ସୂଦୀପ ସରକାର, କରୁଣାକର ସାହୁ, ଜଗତ ଦରୁଆନ,  ଟିଟୁ ଭୋଇ, ମଣ୍ଟୁ ପ୍ରଧାନ ଭୁବନେଶ୍ଵର ସାହୁ ପ୍ରମୁଖ ରେଜିଷ୍ଟ୍ରେସନ ଓ ରକ୍ତସଂଗ୍ରହ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like