-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ବିଂଝାଲ ସମାଜ ପକ୍ଷରୁ ଲରମ୍ଭାରେ ପ୍ରସ୍ତୁତି ବୈଠକ

18-Dec-2022



ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଲରମ୍ଭା ପଞ୍ଚାୟତ  ବାଗପଡା ଠାରେ ସର୍ବଭାରତୀୟ ବିଂଝାଲ ସମାଜ ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍ବ ଭାରତୀୟ ବିଂଝାଲ ସମାଜ ର ଉପଲାଟ ସଭାପତି ତଥା ବଲାଙ୍ଗିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ବାଗ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ  ଇଷ୍ଟ ଦେବୀ ମାଁ ବିନ୍ଧ୍ୟବାସିନୀଙ୍କ ପୂଜିର୍ଚ୍ଚନା ସହ ସାମୁହିକ ପ୍ରାର୍ଥନା  ପରେ ସଭା ଆରମ୍ଭ ହୋଇଥିଲା । ବୈଠକରେ  ଇଂରେଜ ସହ ଲଢେ଼ଇ କରି ଦେଶମାତୃକାର ରକ୍ଷା ପାଇଁ  ବଳୀଦାନ ଦେଇଥିବା ମାଧୋସିଂବରିହା ଙ୍କ  ୧୬୪  ତମ  ବିରତା ଦୀବସ କଲାହାଣ୍ଡି ଜିଲ୍ଲା ବ୍ଳକ ଏମ୍ ରାମପୁର  ନରସିଂହ ପୁର ( ଭାଲୁମୁଣ୍ଡା ) ଗ୍ରାମରେ ସର୍ବଭାରତୀୟ ବିଂଝାଲ ପକ୍ଷରୁ   ପାଳନ ହେବାକୁ ଥିବା ସର୍ବଭାରତୀୟ ସ୍ତରୀୟ  " ବୀରତା ଦୀବସ" ରେ ଯୋଗଦାନା କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ସମାଜରେ ପୁଅଝୀଅ ମାନଙ୍କୁ ସଂସ୍କାର ଆଣିବା ,ଉଚ୍ଚଶିକ୍ଷା ଲାଭ କରିବା ,ପୁଅଝୀଅ ଙ୍କୁ ସଂସ୍କାର ଆଣିବା ,ବିବାହିତା ଝିଅ ମାନେ ଶିମନ୍ତିକ  ସିନ୍ଦୁର ଧାରଣ କରିବା ,ହରିଶଙ୍କର ସ୍ଥିତ ମାଁ ବିନ୍ଧ୍ୟବାସିନୀ ଙ୍କ ମନ୍ଦିର ମୂଖଶାଳା ନିର୍ମାଣ କରିବା ସହ ସମାଜ ର ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା । ବୈଠକ ରେ ଜିଲ୍ଲା ଉପସଭାପତି ଅର୍ଜୁନ ବରିହା,ସଂପାଦକ ଗନ୍ଧର୍ବ ବରିହା ,କୋଷାଧ୍ୟକ୍ଷ ଯୁଗଳ କିଶୋର ବରିହା ,ବଲାଙ୍ଗିର ବ୍ଳକ ସଭାପତି କୁଶ ବରିହା ,ଖପ୍ରାଖୋଲ ବ୍ଳକ ସଭାପତି ଚନ୍ଦ୍ରଶେଖର ବରିହା ,ପାଟଣାଗଡ ବ୍ଳକ କୋଷାଧ୍ୟାକ୍ଷ ଗୌରୀଶଙ୍କର ବରିହା , ଲୋଇସିଂହା ବ୍ଳକ ସଂପାଦକ ଭକ୍ତ ବରିହା ,ଜିଲ୍ଲା ମିଡ଼ିଆ ସେଲ୍ ସଂଯୋଜକ ଗୋରେଖନାଥ ବରିହା ,ରତାଖଣ୍ଡି ପଞ୍ଚାୟତ ସଂପାଦକ ମୋତିଲାଲ ବରିହା ,ରାମଚନ୍ଦ୍ର ବରିହା ,ଦେଓଗାଁ ବ୍ଳକ ସଭାପତି ମଦନ ବରିହା ,ମୁରିବାହାଲ ବ୍ଳକ ସଭାପତି ବନମାଳୀ ବରିହା ,ବଙ୍ଗୋମୁଣ୍ଡା ସଭାପତି ଶାନ୍ତନୁ ବରିହା,ଦମାଇପାଲି ପଞ୍ଚାୟତ ସଭାପତି ହୃଦାନନ୍ଦ ବରିହା   ପ୍ରମୁଖ   ଯୋଗଦେଇଥିଲେ ।  ଜିଲ୍ଲା ସଂପାଦକ ଗନ୍ଧର୍ବ ବରିହା ସ୍ଵାଗତ ଭାଷଣ ଦେଇଥିବା ବେଳେ  ଭକ୍ତ ବରିହା ସଭା ପରିଚାଳନା କରିଥିଲେ ।ବୈଠକ ରେ ଜିଲ୍ଲା ସ୍ତରୀୟ ବିଭିନ୍ନ ସ୍ତରର କର୍ମକର୍ତ୍ତା ଙ୍କ ଶତାଧିକ ମହିଳା ପୁରୁଷ ଯୋଗଦେଇଥିବା ବେଳେ ଯୁଗଳ କିଶୋର ବରିହା ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like