-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର କାର୍ଯ୍ୟକାରିଣୀ କମିଟି ବୈଠକ   ରେଲୱେ ସମ୍ବନ୍ଧୀୟ ଦାବି ଉପସ୍ଥାପନ ଯୋଗୁଁ ରାଜ୍ୟସଭା ସାଂସଦଙ୍କୁ ଧନ୍ୟବାଦ ଜ୍ଞାପନ

19-Dec-2022



ବଲାଙ୍ଗୀର: ସ୍ଥାନୀୟ ଜେଏସ୍‌ଏମ୍ କଲେଜ ଠାରେ ଅନୁଷ୍ଠିତ ବଲାଙ୍ଗୀର ନାଗରିକ କମିଟିର କାର୍ଯ୍ୟକାରିଣୀ କମିଟି ବୈଠକରେ ଓ ସଭାପତି ବେଲାର ସିଂହ ଭୋଇଙ୍କ ସଭାପତିତ୍ୱରେ ବିଭିନ୍ନ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ପୂର୍ବରୁ ବଲାଙ୍ଗୀରର ରେଳ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାକୁ ନେଇ ମାନ୍ୟବର ରାଜ୍ୟସଭା ସାଂସଦ ନିରଂଜନ ବିଶି ଙ୍କ ଠାରେ ସିଧାସଳଖ ଆଲୋଚନା ହେବା ସହ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଥିଲା । ତେଣୁ ଶ୍ରୀ ବିଶି ମାଟିର ଉପଯୁକ୍ତ ସନ୍ତାନର କର୍ତ୍ତବ୍ୟ କରି କେନ୍ଦ୍ର ରେଳ ବିଭାଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରି ନାଗରିକ କମିଟିର ଦାବି ସହ ଜିଲ୍ଲାର ଅନ୍ୟାନ୍ୟ ଦାବି ଲିଖିତ ଆକାରରେ ପ୍ରଦାନ କରିଥିବାରୁ ବଲାଙ୍ଗୀର ନାଗରିକ କମିଟି ଧନ୍ୟବାଦ ଜ୍ଞାପନ କରିଥିବା ବୈଠକରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ସେହିପରି ଲୋୟର ସୁକତେଲର ଅଗ୍ରଗତି, ପୌର ସଂସ୍ଥା ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା । ସାଧାରଣ ସଂପାଦକ ମନୋରଂଜନ ସାହୁ ସଭା ପ୍ରାରମ୍ଭରେ ଆଲୋଚନାର ବିଷୟବସ୍ତୁ ଆଗତ କରିଥିଲେ । ଆଲୋଚନାରେ  ପଙ୍କଜିନୀ ପଣ୍ଡା, ଜୟରାମ ମିଶ୍ର, ଗୋପଭୂଷଣ ନାଥ, ମନୋରଂଜନ ପୁରୋହିତ, ଧର୍ମବ୍ରତ ରଥ, ଗୋପବନ୍ଧୁ ପୁରୋହିତ, ଦିବାକର ହୋତା, ପର୍ଶୁରାମ ନାୟକ,ବ୍ରଜରାଜ ପୁରୋହିତ ପ୍ରମୁଖ ଅଂଶଗ୍ରହଣ କରିଥିବା ବେଳେ ସହସଂପାଦକ ଡ. ଚକ୍ରପାଣି ଦାଶ ଧନ୍ୟବାଦ ଜ୍ଞାପନ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like