-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଲାଲ୍ ବାହାଦୁର ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

19-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ବାର୍ଷିକ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଅଛି l ଏହି ଅବସରରେ ପ୍ରାୟ ୩୫ ପ୍ରକାର ଖେଳକୁ ସ୍ଥାନ ଦିଆଯାଇଥିଲା ଯାହାକି ଦୌଡ ପ୍ରତିଯୋଗିତା, ଉଛଡିଆଁ, ମ୍ୟୁଜିକ ଚେୟାର, ସଟ୍ ଫୁଟ୍, ଜେବଲିନ ଥ୍ରୋ, ଲମ୍ବଡିଆଁ ଇତ୍ୟାଦି l ଲାଲ ବାହାଦୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ବାରିକଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବରେ ସରଗାଡ ସରପଞ୍ଚ ସରୋଜ କୁମାର ବେହେରା, ସମ୍ମାନିତ ଅତିଥି ଭାବରେ ସ୍କୁଲ କମିଟି ସଭାପତି ଗଙ୍ଗାଧର ପଟେଲ, ସି.ଆର୍.ସି.ସି ସୂର୍ଯ୍ୟକାନ୍ତ ପଧାନ, ବରିଷ୍ଠ ଶିକ୍ଷୟତ୍ରୀ ସସ୍ମିତା ମେହେର ପ୍ରମୁଖ ମଞ୍ଚାସୀନ ଥିଲେ l ସିନିୟର୍ ବାଳକ ବିଭାଗରେ ଦଶମ ଶ୍ରେଣୀ ଛାତ୍ର ରୋହନ ବେହେରା, ସିନିୟର୍ ବାଳିକା ବିଭାଗରେ ନବମ ଶ୍ରେଣୀ ଛାତ୍ରୀ ରିତୁ ସେଲମା, ଜୁନିୟର ବାଳକ ବିଭାଗରେ ଅନିଲ ସେଠ୍, ଜୁନିଅର ବାଳିକା ବିଭାଗରେ ପ୍ରତୀକ୍ଷା ପଧାନ, ଶବ୍ ଜୁନିଅର ବିଭାଗରେ ରାଜେଶ ନାଏକ ପ୍ରମୁଖ ବହୁ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରି ଚମ୍ପିୟାନ ହୋଇ ପୁରସ୍କାର ଗ୍ରହଣ କରିଥିଲେ l ସସ୍ମିତା ସାହୁ,ବେଦପ୍ରକାଶ ପଧାନ,ସଂଘମିତ୍ରା ପଟେଲ,ମନୋରଞ୍ଜନ ଭୋଇ,ବିକ୍ରମ ସାହୁ,ସୂର୍ୟକାନ୍ତି ପଧାନ,ବିକାଶ ପାଠି,ଈଶ୍ୱର ଘୁଳି,ଦୀପ୍ତି ଖୁଣ୍ଟିଆ,ଜ୍ୟୋତିରଂଜନ ମହାନନ୍ଦ,ପାଣ୍ଡବ ସମିନୀ,ଦେବଶୁଲି ମୁଗ୍ରୀ ପ୍ରମୁଖ ସ୍କୁଲ ଷ୍ଟାଫ୍ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like