-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବୋଡ଼ାସମ୍ବରର ସାରସ୍ୱତ ସମ୍ପଦ ଏକ ଆକଳନ ପୁସ୍ତକ ଉନ୍ମୋଚିତ

19-Dec-2022



ପଦ୍ମପୁର,
ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ,ପଦ୍ମପୁର ଠାରେଅଂଚଳ ମହାବିଦ୍ୟାଳୟର ଅବସର ପ୍ରାପ୍ତ ଅଧ୍ୟାପକ ଡ଼ ବାଞ୍ଛାନିଧି ପଣ୍ଡାଙ୍କ କରକମଳରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପୂର୍ବତନ ଆଚାର୍ଯ୍ୟ ଡ଼ ଅବନୀ କାନ୍ତ ସାହୁଙ୍କ ଗବେଷଣା ନିବନ୍ଧ ବୋଡ଼ାସମ୍ବରର ସାରସ୍ୱତ ସମ୍ପଦ ଏକ ଆକଳନ ପୁସ୍ତକ
ଉନ୍ମୋଚିତ ହୋଇଯାଇଛି ।ମୁଖ୍ୟଅତିଥି ଡ଼ ପଣ୍ଡା ବୋଡ଼ାସମ୍ୱର ରସାହିତ୍ୟ,ସଂସ୍କୃତି ଓ ପରମ୍ପରା କିପରି ସଂବୃଦ୍ଧ ତଥା ସ୍ୱାଧୀନତା ସଂଗ୍ରାମକୁ ଏ ଅଞ୍ଚଳର ଅବଦାନ
ସମ୍ପର୍କରେ ଦୃଷ୍ଟିପାତ କରିଥିଲେ। ଏହି ଉନ୍ମୋଚନ ସମାରୋହରେ ଅବସର ପ୍ରାପ୍ତ ପଦ୍ମପୁର ଗୋଷ୍ଠୀ
ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜନକଲାଲ ମେହେର ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ଶିଶୁବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଅତିଥି ଙ୍କ ପରିଚୟ ପ୍ରଦାନ ପୂର୍ବକ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।ସମାରୋହରେ ଶିଶୁବିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟ। ଯୋଗଦେଇଥିଲେ ।କାର୍ଯ୍ୟକ୍ରମ
ଶେଷରେ ଅତିଥିଙ୍କ ହସ୍ତରୁ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like