-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ମନୋରଞ୍ଜନ

"Love in London" ଓଡ଼ିଆ ଚଳଚ୍ଚିତ୍ର ର ଫାଷ୍ଟଲୁକ୍‌ ରିଲିଜ

20-Dec-2022



ସାରା ଓଡିଶାର ହୃଦ ସ୍ପନ୍ଦନ ବଢ଼ାଇ ନୂଆ ବର୍ଷରେ ମୁକ୍ତିଲାଭ କରିବାକୁ ଯାଉଛି ମେଗାଷ୍ଟାର ଅନୁଭବ ମହାନ୍ତି ଙ୍କ ନୂଆ ଓଡ଼ିଆ ସିନେମା "Love in London"ର ଫାଷ୍ଟ ଲୁକ୍ ରିଲିଜ୍ ହୋଇଛି।

ଜେବି ଫିଲ୍ମସ ଆଣ୍ଡ ଟିଭି ଏବଂ ଆମରା Studios ଦ୍ୱାରା ପ୍ରସ୍ତୁତ ନବୀନ ଭଣ୍ଡାରୀ ଓ ଜେ. ବର୍ଖା ଙ୍କ ଦ୍ୱାରା ପ୍ରଯୋଜିତ, ତାପସ ସରର୍ଘରୀୟା ଙ୍କ ବଳିଷ୍ଠ କାହାଣୀ ସହିତ ନିର୍ଦ୍ଦେଶନା ର ଚଳଚ୍ଚିତ୍ର "Love in London" ସମସ୍ତ ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ସୃଷ୍ଟି କରିବାକୁ ଯାଉଛି l ଏହି ଚଳଚ୍ଚିତ୍ର ର ମୁଖ୍ୟ ଭୂମିକାରେ ମେଗା ଷ୍ଟାର ଅନୁଭବ ମହାନ୍ତି ଥିବାବେଳେ ତାଙ୍କ ସହିତ ନବାଗତା ସୁନ୍ଦରୀ ତଥା ସୁପର ମୋଡେଲ ସ୍ୱପ୍ନା ପ୍ରିୟଦର୍ଶିନୀ ଏବଂ ସୌମ୍ୟା ସଚଦେବା ନଜର ଆସିବେ l 
ଫାଷ୍ଟଲୁକ୍ ପୋଷ୍ଟରରେ‌ ମେଗାଷ୍ଟାର ଅନୁଭବ ଓ ଅଭିନେତ୍ରୀ ସ୍ବପ୍ନା ପ୍ରିୟଦର୍ଶିନୀ ପରସ୍ପରକୁ ଲିପ୍ କିସ୍ ମାଧ୍ୟମରେ ପରସ୍ପରର ପ୍ରେମ କୁ ପ୍ରକାଶ କରୁଥିବା ପରିଲକ୍ଷିତ ହେଉଛି। ଚଳଚ୍ଚିତ୍ର ରେ କାର୍ଯ୍ୟକାରୀ ପ୍ରଯୋଜନା ଭାର ସୁରଜ ମହନତ ଙ୍କ କାନ୍ଧରେ ଥିବାବେଳେ ଚିତ୍ରନାଟ୍ୟ ସୁରେଶ ପଟ୍ଟନାୟକ, ସଂଳାପ ଅନ୍ତର୍ଯ୍ୟାମୀ ସରର୍ଘରୀୟା, ଡିଓପି ସୁବ୍ରତ କୁମାର ଖଟୋଇ, ସମ୍ପାଦନା ରାଜେଶ ଦାଶ,ସଂଗୀତ ବୈଦ୍ୟନାଥ, ଅସଦ ନିଜାମ, ଡ଼. ବିନୟ, କୋରିୟୋଗ୍ରାଫର ଗିରିଶ ମହାନ୍ତି, ପବ୍ଲିସିଟି ଡିଜାଇନ ଆଜହାର ଅଲ୍ଲୀ ଙ୍କ ସହିତ ପ୍ରଚାର ପ୍ରସାର ଦାୟୀତ୍ୱ ରେ ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଅଛନ୍ତି l ଓଡ଼ିଆ ଦର୍ଶକ ଏହି ଚଳଚ୍ଚିତ୍ର ମାଧ୍ୟମରେ ଓଡ଼ିଆ ଚଳଚ୍ଚିତ୍ର ର ଏକ ବିରାଟ ପରିବର୍ତ୍ତନ ଓ ବିଗ୍ ବଜେଟ୍ ର ଫିଲ୍ମ ଦେଖିବାକୁ ପାଇଵେ ବୋଲି ପ୍ରଯୋଜନା ସଂସ୍ଥା ଆଶା ପ୍ରକଟ କରିଛନ୍ତି। ପ୍ରଥମ ମେଗାଷ୍ଟାର ସବୁବେଳେ ସୁପରହିଟ୍ ଚଳଚ୍ଚିତ୍ର ଦେଇ ଆସୁଥିବା ଅଭିନେତା ଅନୁଭବ ମହାନ୍ତି ଦୀର୍ଘ ୪ବର୍ଷ ପରେ ଦର୍ଶକମାନଙ୍କ ପାଖକୁ ନୂଆ ଚଳଚ୍ଚିତ୍ର "Love In London " ଚଳଚ୍ଚିତ୍ର ମାଧ୍ୟମରେ ଆସିବେ ।ଏହା ୨୦୨୩ ରେ ମୁକ୍ତିଲାଭ କରିବ ବୋଲି ଜଣା ପଡିଛି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm