-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପଲ୍ଲିଶ୍ରୀ ଖେଳପଡିଆ ରେ ବ୍ଲକ ସ୍ତରୀୟ ଖେଳ ପ୍ରତିଯୋଗିତାର ଶୁଭାରମ୍ଭ

20-Dec-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲିଶ୍ରୀ ଖେଳପଡିଆ ଠାରେ ବ୍ଲକ ସ୍ତରୀୟ ଖେଳ ପ୍ରତିଯୋଗିତା ର ଶୁଭାରମ୍ଭ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ବୈକୁଣ୍ଠ ଶବରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବରେ ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ ,  ଅତିରିକ୍ତ ବ୍ଲକ

ଶିକ୍ଷା ଅଧିକାରୀ ଜୟନ୍ତ କୁମାର ପ୍ରଧାନ, ପଲ୍ଲିଶ୍ରୀ ନୋଡାଲ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଲୋକନାଥ ମେହେର, ସାମ୍ବାଦିକ ଅନିଲ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ । ବ୍ଲକ ସଂଯୋଜକ ଆଶିଷ ଦେବ ସା ସଭା ସଂଯୋଜନା କରିଥିଲେ। ଏହି ଖେଳ ପ୍ରତିଯୋଗିତାରେ ୧୪ ଓ ୧୭ ବର୍ଷର ୨ ଶହ ବାଳକ ଓ ବାଳିକା ଅଂଶ ଗ୍ରହଣ କରିଥିଲେ। ଏହି

ପ୍ରତିଯୋଗିତାରେ ମନୋନୀତ ହେବାପରେ ଜିଲ୍ଲା ସ୍ତରରେ ଭାଗ ନେବେ ବୋଳି ଜଣାପଡିଛି । ବିଭିନ୍ନ ବିଦ୍ୟାଳୟର କ୍ରିଡା ଶିକ୍ଷକ, ଶିକ୍ଷୟିତ୍ରୀ ମଧ୍ଯରେ କେଦାର ନାଥ ମେହେର, ଆସିର୍ବାଦ ସା , ରଞ୍ଜିତ ବଗର୍ତ୍ତୀ, ଗୋପାଳ ଚନ୍ଦ୍ର ଦୀପ, ସମ୍ପତ ସେଠ , ନିଳମଣି ବିଶି , ନବିନ ମେହେର, ଶ୍ରୀମତୀ ସାଣ୍ଢ , ମଞ୍ଜରୀ ନନ୍ଦ, ଶୁସାନ୍ତ ବିଶ୍ବାଳ, ସୁଧୀର କୁମାର ବାଗ ପ୍ରମୁଖ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।

(ଅନୀଲ କୁମାର ତ୍ରିପାଠୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like