-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||     

HOME   ଜିଲ୍ଲା

ଡିପ୍ଲୋମା ଛାତ୍ର ଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

20-Dec-2022



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) ଡିପ୍ଲୋମା ଛାତ୍ର ଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ, ଏପରି କିଛି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଚନ୍ଦନ ଭାଟି ପଞ୍ଚାୟତ ଲଙ୍କା ବାହାଲ ଗାଁ ରେ l ଗତକାଲି ସନ୍ଧ୍ୟାରେ ଲଙ୍କାବାହାଲ ଗାଁ ର କୃଷ୍ଣ ମୋହନ ପ୍ରଧାନ (୨୫) ନିଜ୍ ଗାଁ ଚାଷ ଜମି ରେ ଥିବା ଗଚ୍ଛ ରେ ଦଉ ଡି ଲଗାଇ ଆତ୍ମହତ୍ଯା କରିଛନ୍ତି l ଗାଁ ଲୋକେ

ଦେଖିବା ପରେ କୃଷ୍ଣ ମୋହନ ଙ୍କ ପରିବାରକୁ ଖବର ଦେଇଥିଲେ l ପରିବାର ଲୋକେ କୃଷ୍ଣ ମୋହନ ଙ୍କୁ ତୁରନ୍ତ ବଲାଙ୍ଗିର ବଡ ଡାକ୍ତରଖାନାକୁ ନେଇଥିଲେ l ତେବେ  ଆଜି ସକଲେ  ଡାକ୍ତର କୃଷ୍ଣ ମୋହନଙ୍କୁ ମୃତ ଘୋଷଣା କରିଥିଲେ l କୃଷ୍ଣ ମୋହନ ଜଣେ ମେଧାବୀ ଛାତ୍ର ଓ ସେ ଇଲେକ୍ଟ୍ରି ରେ ଡ଼ିପ୍ଲୋମା କୋର୍ସ ସାରିଛନ୍ତି l ଆତ୍ମହତ୍ୟା ର କାରଣ ଅସ୍ପଷ୍ଟ ଥିବା ବେଳେ ସଦର ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026

You Might Also Like