-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଲୋକ ମହୋତ୍ସବ ମଲେଶ୍ରୀ ପାଇଁ ପ୍ରସ୍ତୁତି ଆରମ୍ଭ -ଫେବୃଆରୀ ୧୦ରୁ ୧୨ ପର୍ଯ୍ୟନ୍ତ ଦୁଲୁକିବ ମଞ୍ଚ

20-Dec-2022



ବୀରମହାରାଜପୁର ,(ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଜିଲ୍ଲାପାଳ ଅଫିସ ସଭାଗୃହ ଠାରେ ବୀରମହାରାଜପୁର ଉପ ଜିଲ୍ଲାପାଳ  ଅଶୋକ କୁମାର ଭୋଇ ଙ୍କ ଅଧ୍ୟକ୍ଷତା ରେ ମଲେଶ୍ରୀ ୨୦୨୩ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି   ଉକ୍ତ ବୈଠକ ରେ ପୂର୍ବ ମଲେଶ୍ରୀ ବୈଠକ ର ବିବରଣୀ ପଠନ କରାଯାଇଥିଲା l ହରିହର ଜୋର ପ୍ରଜେକ୍ଟ ର ପ୍ରତିକୃତି ସହିତ ସ୍ଥାନୀୟ କୀର୍ତ୍ତିରାଜି କୁ ମୁଖ୍ୟ ମଞ୍ଚର ଷ୍ଟେଜ କ୍ରାପ୍ଟ ଭାବରେ ସ୍ଥାନିତ କରାଯିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା l ଏଥିସହିତ ବିଭିନ୍ନ ଅତିଥି ଯୋଗାଯୋଗ ପୂର୍ଣ୍ଣାଙ୍ଗ କମିଟି ଗଠନ, ସଂସ୍କୃତିକ ଦଳ ନିମନ୍ତ୍ରଣ,ସ୍ମରଣିକା ପାଇଁ ଲେଖା ସଂଗ୍ରହ ପ୍ରକାଶନ କାର୍ଯ୍ୟ ପାଇଁ ଦାୟିତ୍ୱ ବଣ୍ଟନ ପରବର୍ତ୍ତୀ ବୈଠକ ରେ ସ୍ଥିର କରିବାକୁ ପ୍ରସ୍ତାବ ନିଆ ଯାଇଥିଲା l ଆସନ୍ତା ଫେବୃଆରୀ ୧୦ ଠାରୁ ଫେବୃଆରୀ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପି ମଲେଶ୍ରୀ ମହୋତ୍ସବ କରିବାକୁ ଚୂଡାନ୍ତ ନିଷ୍ପତି ନିଆଯାଇଥିଲା l ଏଥି ସହିତ ପଲ୍ଲୀଶ୍ରୀ ମେଳା, ପୁସ୍ତକ ମେଳା, ଓରମାସ, କୃଷି, ଶିଳ୍ପ, ଉଦ୍ୟାନ କୃଷି, ସ୍ୱୟଂ ସହାୟକ ଗୋଷ୍ଠି ର ବିଭିନ୍ନ ଷ୍ଟଲ ଲଗାଇବା ସହ ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର କରାଯାଇଥିଲା l ବୈଠକ ରେ ତହସିଲଦାର ବିଭୁଦ ଦତ୍ତ ଗଡ଼ନାୟକ, ଅତିରିକ୍ତ ତହସିଲଦାର ସ୍ୱାଗତ କୁମାର ପଣ୍ଡା, ରେଭିନ୍ୟୁ ଅଫିସର ଅଜିତ କୁମାର ମିର୍ଦ୍ଧା, ଉପଖଣ୍ଡ ପୋଲିସ ଅଧିକାରୀଡୋଳାମଣି ଭୋଇ, କାର୍ଯ୍ୟକାରି ସଭାପତି ଶୟମ୍ଭୁନାଥ ଖଣ୍ଡଗିରି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଂଜିତ କୁମାର ରଥ, କିଶୋର କୁମାର ହୋତା,ଲକ୍ଷ୍ମୀ ନାରାୟଣ ସାହୁ ଗୋପୀନାଥ ମହାକୁର, ଭୂଷଣ କୁମାର ପାତ୍ର,ଦୟାନିଧି ହୋତା,ପ୍ରଦୀପ କୁମାର ମିଶ୍ର, ନିରଞ୍ଜନ ଦାଶ, ଅକ୍ଷୟ ମିଶ୍ର ଯତୀନ କୁମାର ପାଣିଗ୍ରାହୀ, ଅକ୍ଷୟ କୁମାର ରାୟ, ମେଘନାଦ ଭୋଇ, ପଦ୍ମନାଭ ବାରିକ,ବଳରାମ କାଣ୍ଡ, ଅଯତ୍ନ କଳତା ସୁଧାଂଶୁ ପଣ୍ଡା, ସଂଜୀବ ଦେହୁରୀ, ତୁଳସୀ ଦାଶ ହୋତା, ଅଭିମନ୍ୟୁ ବଗର୍ତ୍ତୀ ପ୍ରମୁଖ ଯୋଗ ଦେଇଥିଲେ l ବ୍ଲକ ସଂସ୍କୃତିକ ସଙ୍ଘ ସଭାପତି ରାମକୃଷ୍ଣ ହୋତା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026

You Might Also Like