-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜାତିବାଦକୁ ବିରୋଧ କରି ଉଦାରବାଦି ଗଣତାନ୍ତ୍ରିକ ସଂଘ ତରଫରୁ ଲୋଇସିଂହା ଥାନା ଘେରାଉ

20-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲାର ଶହ ଶହ ଦଳିତ ଯୁବକ ଯୁବତୀ ସମାନତା ଅଧିକାର ପାଇବାରୁ ବଞ୍ଚିତ ହେଉଥିବାର ଅଭିଯୋଗ ଆଣି ଆଗଲପୁର ପୋଲିସ ଓ ଲୋଇସିଂହା ପୋଲିସ ବିରୁଦ୍ଧରେ ଥାନା ଘେରାଉ କରିଛନ୍ତି l ଜାତିଆଣ ବାଡ଼କୁ ପୋଲିସ ପ୍ରଶୟ ଦେଇ ଦଳିତ ମାନଙ୍କୁ ନ୍ୟାୟ ପାଇବାରୁ ବଞ୍ଚିତ ହେଉଥିବାର ଅଭିଯୋଗ ଆଣି ଥାନା ଘେରାଉ କରିଛନ୍ତି l ସୂଚନାନୁସାରେ ଆଗଲପୁର ଫାଣ୍ଡି ଅନ୍ତର୍ଗତ ଇଁସା ଗ୍ରାମର କିଛି ଦଳିତ ଯୁବକ ଗ୍ରାମରେ ଥିବା ସେଲୁନକୁ ବାଳ କାଟିବା ପାଇଁ ଯାଇଥିଲେ, ସେଠାରେ ସେମାନେ ବାଲ କାଟିବାକୁ କହିବାରୁ ସେଲୁନ୍ ମାଲିକ ତାଙ୍କୁ ଜାତିଆଣ ଆକ୍ଷେପ କରି ତମ ଵାଲ କାଟି ପାରିବି ନାହିଁ  ବୋଲି ମନା କଲା l ଫଳରେ ସେମାନେ ଆଗଲପୁର ଫାଣ୍ଡିରେ ଅଭିଯୋଗ କରିଥିଲେ, ହେଲେ ଆଗଲପୁର ଫାଣ୍ଡି ଅଧିକାରୀ କେସ ପଞ୍ଜୀକୃତ ନ କରି ଫେରାଇଦେଲେ l ସେମାନେ ନିରାଶ

ହୋଇ ପୁଣି ଲୋଇସିଂହା ଥାନାର ଦ୍ବାରସ୍ଥ ହୋଇଥିଲେ ସେଠାରେ ମଧ୍ୟ ନ୍ୟାୟ ନ ମିଳିବାରୁ ଦଳିତ ଯୁବକ ଯୁବତୀ ମାନେ ଥାନା ଘେରାଉ କରିଛନ୍ତି l ଏହି ଅବସରରେ ଲୋଇସିଂହା ଆଦିବାସୀ ଭବନ ଠାରୁ ଏକ ବିରାଟ ପଟୁଆରରେ ଶହ ଶହ ଦଳିତ ଯୁବକ ଯୁବତୀ ମାନେ ପ୍ଲାଇକାର୍ଡ ଧରି ପୋଲିସ ବିରୁଦ୍ଧରେ ବିଭିନ୍ନ ନାରାବାଜି ଦେଇ ଥାନାକୁ ଆସିଥିଲେ l ଥାନାରେ ମଧ୍ୟ ନାରାବାଜି କରି ସମସ୍ତଙ୍କୁ ସମାନ ଅଧିକାର ସହିତ ନ୍ୟାୟ ଯୋଗାଇ ଦେବାକୁ ପୋଲିସ ପ୍ରଶାସନକୁ ଅନୁରୋଧ କରିଥିଲେ।ଦେଶ ଆଜି ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଆଜି ମଧ୍ୟ ଦଳିତ ମାନେ ନ୍ୟାୟ ପାଇବାରେ ବଞ୍ଚିତ l ଏହି ଥାନା ଘେରାଉ ସମୟରେ ଉପସ୍ଥିତ ଥିବା ସଦସ୍ୟ ମାନେ ହେଲେ ଶ୍ରୀ ଲବ ସୁନା ଉଦାରବାଦି ଗଣତାନ୍ତ୍ରିକ ସଂଘ ,ଜିଲ୍ଲା ବହୁଜନ ସମାଜ ପାର୍ଟି ସଭାପତି ଦ୍ରୋଣ କୁମ୍ଭାର,ଭୀମସେନ ରାଜ୍ୟ ପ୍ରଭାରୀ ରମାକାନ୍ତ ରାବଣ,ଭୀମ ସେନାର ସଂଘଠକ ଶ୍ରୀ ସୁବାସ ସୁନା ଓ ଏନ ଏଫ୍ ଆ ଇ ଡୀ ପ୍ରତିଷ୍ଠାତା ଶ୍ରୀ ପ୍ରଭାତ କୁମାର ମହାନନ୍ଦ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like