-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ଗଇଁତଲା ଠାରେ ସମଲେଶ୍ଵରୀ ଫୁଟବଲ୍ ଟୁର୍ନାମେଣ୍ଟ

20-Dec-2022



ପୁଇଁତଳା, (ବିନୋଦ କୁମାର ଦୀପ) ସମଲେଶ୍ୱରୀ କ୍ଲବ ତରଫରୁ ଗଇଁତଲା ଠାରେ ସମଲେଶ୍ଵରୀ ଫୁଟବଲ୍ ଟୁର୍ନାମେଣ୍ଟ ଆରମ୍ଭ ୧୪-୧୨-୨୨ ରୁ ୧୮ -୧୨-୨୨ଗଇଁନ୍ତଲା ହେଇଥିବା ଫୁଟବଲ  ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ନିହାର ରଞ୍ଜନ ବେହେରା, ସମ୍ମାନୀୟ ଅତିଥି ଭାବେ ବିଷ୍ଣୁ ପଟେଲ, କୁରମଣି ସେଠ୍  ସଞ୍ଜୀବ ସେଠ୍, ରଘୁମଣି ନାଏକ, ବୁଲୁ ପଟେଲ, ବିରେନ୍ ବେହେରା l
କମିଟି ସଦସ୍ୟ ଥିଲେ ବେଣୁଧର ମହାକୁର, ମିଥୁନ ମହାକୁର, ଅକ୍ଷୟ ମହାକୁର୍, ଧର୍ମେନ୍ଦ୍ର ମହାକୁର, ଦାମଦର୍ ଭୋଇ, ନବୀନ ଭୋଇ ସରୋଜ ଭାଟି, ମଧୁ ଭାଟି, ସନୁ ମହାକୁର, ରମେଶ

ମହାକୁର, ରାଜେଶ ନାଏକ, ବୁଲୁ ମହାକୁର,
ଖେଳ ପରିଚାଳନା କରିଥିଲେ  ପ୍ରଫୁଲ ବଗର୍ତ୍ତୀ, ସଞ୍ଜିବ ମାହର, ସର୍ବନ କୁମାର ବାଗ ପ୍ରମୁଖ l
ଫାଇନାଲ ମ୍ୟାଚ କାଲସାଇପାଲି ବନାମ ବରକାନି, କାଲସାଇପାଲି ୧-୦ରେ ବିଜୟୀ ଟ୍ରଫି ସହିତ ୭୦୦୦ ଟଙ୍କା ଗ୍ରହଣ କରିଥିବା ବେଳେ ରନର୍ସ ଅପ ବରକାନି ଦଳ ଟ୍ରଫି ସହିତ ୫୦୦୦  ଟଙ୍କା ଅର୍ଥରାଶି ହାତେଇଥିଲେ l ଉକ୍ତ ମ୍ୟାଚରେ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like