-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୨୨୦କେଭି ବିଦ୍ୟୁତ ଟାୱାର ହଟାଓ ଦାବିରେ ବିନିକା ତହସିଲ କାର୍ଯ୍ୟାଳୟରେ ତାଲା

20-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ୨୨୦କେଭି ବିଦ୍ୟୁତ ଟାୱାର ହତାଓ ବିନିକା ବଞ୍ଚାଅ ନାରାରେ ଆଜି ତହସିଲ କାର୍ଯ୍ୟାଳୟ କମ୍ପି ଉଠିଛି ।ସ୍ୱାଭିମାନ ମଞ୍ଚ ତରଫରୁ ଦଳମତ ନିର୍ବିଶେଷରେ ସମସ୍ତ ନେତା,ଅଞ୍ଚଳର ଚାଷୀ ଓ ଜନସାଧାରଣ ଏକତ୍ରିତ ହୋଇ ସ୍ଥାନୀୟ ବିନିକା ତହସିଲ କାର୍ଯ୍ୟାଳୟ ଫାଟକରେ ତାଲା ପକାଇ ବିନିକା ବଞ୍ଚାଅ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି ।ଯଦି ପ୍ରଶାସନ ଲିଖିତ ପ୍ରତିଶ୍ରୁତି ନ ଦିଏ ତାହାହେଲେ ଆସନ୍ତାକାଲି ବୁଧବାର ସକାଳ ୬ଘଣ୍ଟାରୁ ସନ୍ଧ୍ୟା ୬ଘଣ୍ଟା ପର୍ଯ୍ୟନ୍ତ ବିନିକା ବନ୍ଦ ପାଳନ କରାଯିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି ।ପ୍ରକାଶ ଯୋଗ୍ୟ ଯେ ବିନିକା ସହରାଞ୍ଚଳ ଭିତର ଦେଇ ବରଗଡ଼ ଜିଲ୍ଲାର କଟାପାଲି ରୁ ଅନୁଗୁଳ ଜିଲ୍ଲା କିଆକଟା ମଧ୍ୟରେ ନିର୍ମାଣ ହେବାକୁ ଯାଉଥିବା ୨୨୦କେଭି ବିଦ୍ୟୁତ ଟାୱାର କୁ ସମ୍ପୁର୍ଣ୍ଣ ଭାବେ ବିରୋଧ କରାଯାଇଛି ।ଗତକାଲି ଟାୱାର ନିର୍ମାଣ କାରି ସଂସ୍ଥା ଓପିଟିସିଏଲ ପୋଲିସ ଫୋର୍ସ ମୁତୟନ ସହ ମେରୀ ରାୟ ନୀତି ଅବଲମ୍ବନ କରି ସହରାଞ୍ଚଳ ଚାଷ ଜମି ମାନଙ୍କରେ ଟାୱାର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲା ଅଞ୍ଚଳର ଚାଷୀ ଓ ଜନସାଧାରଣ ଜାଣିବା ପରେ ତୁରନ୍ତ କାର୍ଯ୍ୟ ସ୍ଥଳକୁ ଯାଇ ଜୋରଦାର ପ୍ରତିବାଦ କରି ବନ୍ଦ କରିଦେଇଥିଲେ ।ପରେ ସନ୍ଧ୍ୟାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଉକ୍ତ ଟାୱାର କୁ ସମ୍ପୂର୍ଣ୍ଣ ଭାବେ ସହର ଭିତର ଦେଇ ବାରଣ କରାଯିବ ଦରକାର ପଡିଲେ ଗୋଟିଏ ଇଞ୍ଚ ମାଟି ଛଡାଯିବ ନାହିଁ ବୋଲି ମତ ପ୍ରକାଶ ପାଇବା ସହ ଦାବି ହାସଲ ଯାଏ ଆନ୍ଦୋଳନ କରାଯିବ ବୋଲି ନିଷ୍ପତି ହୋଇଥିଲା ।ଟାୱାର ନିର୍ମାଣ ହେଲେ ବିନିକା ଅଞ୍ଚଳର ବ୍ୟାପକ କ୍ଷୟକ୍ଷତି ହେବ, ସରକାରଙ୍କ ପ୍ରସ୍ତାବଧୀନ ବିନିକା ସବ ଡିଭିଜନ ହେବାରେ ଅନ୍ତରାୟ ସୃଷ୍ଟି କରିବ,ସହରର ସୌନ୍ଦର୍ଯ୍ୟ ଛାରଖାର ହୋଇଯିବ,ଯେଉଁ ପଟରେ ବଡୁଛି ସହର ତାହା ବଡ଼ି ପାରିବ ନାହିଁ,ପ୍ରାୟ ୪ଶହରୁ ୫ସହ ଲୋକ ପ୍ରଭାବିତ ହେବେ,ସରକାରୀ/ବେସରକାରୀ, ଶିକ୍ଷାନୁଷ୍ଠାନ,କୋଠାବାଡ଼ି କ୍ଷୟକ୍ଷତି ହେବ,ଦୁନିଆକୁ ଆହାର ଯୋଗାଉଥିବା ଚାଷୀ ଜମି ହରାଇ ତଳିତଳାନ୍ତ ହେବ, ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଲାଇନ ଯୋଗୁଁ ଅଘଟଣ ଘଟିବାର ମଧ୍ୟ ଆଶଙ୍କା ରହିଛି ।ତେଣୁ ବିନିକା ସହରକୁ ବଞ୍ଚାଇବା ପାଇଁ ସ୍ୱାଭିମାନ ମଞ୍ଚ ତରଫରୁ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ କୁ ତାଲା ପକାଇ ଆନ୍ଦୋଳନ ଜାରି ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like