-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ବିଦ୍ୟାଳୟ-୧ ସମ୍ବଲପୁରର ବାର୍ଷିକ ଉତ୍ସବ ପାଳିତ I

20-Dec-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
କେନ୍ଦ୍ରୀୟ ବିଦ୍ୟାଳୟ-୧ ସମ୍ବଲପୁରର ୫୭ତମ ବାଷିର୍କୋତ୍ସବ ସୋମବାର ମହାସମୋରାହରେ ପାଳିତ ହୋଇଯାଇଛି I ସମ୍ବଲପୁରର ଅତିରିକ୍ତ ଜିଲ୍ଲାପାଳ ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦାନକରି କର୍ତ୍ତବ୍ୟ ପରାୟଣତା ଉପରେ ଆଲୋକପାତ କରି ଅନ୍ୟ ମାନଙ୍କ ପାଇଁ ଆଦର୍ଶ/ ଉଦାହରଣ ହେବାକୁ ଛାତ୍ର ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ I  ବିଦ୍ୟାଳୟ ପ୍ରବନ୍ଧ ସମିତିର ସଦସ୍ୟଗଣ, ଅଭିଭାବକ ଗଣ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ I ବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ.ପ୍ରଶାନ୍ତ କୁମାର ଷଡ଼ଙ୍ଗୀ ବାର୍ଷିକ ବିବରଣୀ ପାଠ କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ୍ ଚିତ୍ତାକଷର୍କ ହୋଇଥିଲା I ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ସକ୍ରିୟ ଭାବେ ଅଂଶ ଗ୍ରହଣ କରିଥିଲେ I ଇଂରାଜୀ ଅଧ୍ୟାପକ ଅରୁଣ କୁମାର ଯୋଶୀ, ସହପାଠ୍ୟଗାମୀ କାର୍ଯ୍ୟକଳାପ ପ୍ରଭାରୀ  ପଦ୍ମାକ୍ଷୀ ବେହେରା , ହିନ୍ଦୀ ଶିକ୍ଷୟତ୍ରୀ ଡ଼ଃ ଉମା କୁମାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଭି. ଅନିତା କୁମାରୀ ଧନ୍ୟବାଦ ଅପର୍ଣ କରିଥିଲେ । ଅଧ୍ୟକ୍ଷ ଶ୍ରୀ ଷଡ଼ଙ୍ଗୀ ଶେଷରେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like