-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବାରପାହାଡ ମହୋତ୍ସବ ଉଦଯାପିତ... ବାରପାହାଡ ଦେବୀପୀଠର ଉନ୍ନତିକରଣ ହେବ-ମନ୍ତ୍ରୀ ନିରଂଜନ ପୂଜାହାରୀ

20-Dec-2022



ବଲାଙ୍ଗୀର(ପ୍ରେରଣା ଖବର) -ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ତ୍ରୀବେଣୀଛକରେ ବାରପାହାଡ ମହୋତ୍ସବ ଓ କଂସଦରବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ସଂଧ୍ୟାରେ ମୁଖ୍ୟଅତିଥି ଭାବରେ ଯୋଗଦେଇଥିବା ଅର୍ଥ ଓ ସଂସଦୀୟମନ୍ତ୍ରୀ ନିରଂଜନ ପୁଜାହାରୀ ଜାନୁୟାରୀ ମାସରେ ସେ ଉଚ୍ଚପ୍ରତିନିଧଦଳ ସହିତ ଦେବୀବାରପାହଡ ପୀଠର ପରିଦର୍ଶନ କରିବେ ଓ ଏହାର ଉନ୍ନତିକରଣ କରାଇବେ । ମେଣ୍ଡା,ଦେଉଳପଦର,ପାଇକବାହାଲ ପଞ୍ଚାୟତର ଉତ୍ସାହୀ ଯୁବକମାନଙ୍କ ଦ୍ୱାରା ଏହା ଆୟୋଜିତ ହେଉଥିବା ଏହି ମହୋତ୍ସବରେ ଏହି ଅଞ୍ଚଳର ପ୍ରାୟ ୬ଟି ପଞ୍ଚାୟତର ହଜାର ହଜାର ଲୋକ ସମ୍ମିଳିତ ହୋଇଥିଲେ । ମହୋତ୍ସବ ଅବସରରେ ମୀନାବଜାର ଲାଗିଥିଲା । ଫଳରେ ହଜାର ହଜାର ଦର୍ଶକ ଏଠାରେ ସମ୍ମିଳିତ ହେଉଛନ୍ତି । ମେଣ୍ଡା ଗଡତୀଅଞ୍ଚଳର ଇଷ୍ଟଦେବୀ ବାରପାହାଡଙ୍କ ନାମରେ ମହୋତ୍ସବ ନାମକରଣ କରାଯାଇଛି । ମହୋତ୍ସବରେ କଂସଦରବାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଉଛି । ଏହି ମହୋତ୍ସବରେ ସୁବର୍ଣ୍ଣପୁର ଜିଲ୍ଲାର ଲୋକପ୍ରତିନିଧିମାନଙ୍କ ସହିତ ପ୍ରଶାସନିକ ଅଧିକାରୀମାନେ ଯୋଗଦେଉଥିଲେ । ଶେଷ ସଂଧ୍ୟାରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱ ଓ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଅର୍ଥ ଓ ସଂସଦୀୟ ବ୍ୟାପାରମନ୍ତ୍ରୀ ନିରଂଜନ ପୂଜାହାରୀ,ସମ୍ମାନୀତ ଅତିଥି ଭାବରେ ବରିଷ୍ଠ କଳାକାର କରମଚାନ୍ଦ ମହାନ୍ତି ଯୋଗଦେଇଥିଲେ । ମୁଖ୍ୟଅତିଥି ଶ୍ରୀ ପୂଜାହାରୀ ତାଙ୍କ ବକ୍ତବ୍ୟରେ ବାରପାହାଡ ରିଜର୍ଭଜଙ୍ଗଲରେ ଥିବା ଦେବୀ ବାରପାହାଡଙ୍କ ପୀଠର ଉନ୍ନତିକରଣ ଓ ପର୍ଯ୍ୟଟନସ୍ଥଳୀ ପାଇଁ  ହେଉଥିବା ଦାବିକୁ ଉପରେ ପଦକ୍ଷେପ ନେବେ ବୋଲି କହିଥିଲେ । କଳାକାର କରମଚାନ୍ଦ ତାଙ୍କ ନିଜସ୍ୱ ଶୈଳୀରେ ଏକ ଗୀତବୋଲିଥିଲେ ।  କଂସଦରବାରରେ କଂସ ଭୂମିକାରେ ଥିବା ବଲାଙ୍ଗୀର ଜିଲ୍ଲା ଫଟକରାଗ୍ରାମର ଅନୀଲ ନାଏକ ଓ ତାଙ୍କ ଟିମ୍‌ର ଅଭିନୟ ଖୁବ ଉଚ୍ଚକୋଟିର ହୋଇଥିଲା । ଶେଷଦିନରେ କଂସବଧ ହୋଇଥିଲା । ଅସତ୍ୟ ଉପରେ ସତ୍ୟର ବିଜୟକୁ ମନେପକାଇବାକୁ କଂସଦରବାର ଆୟୋଜିତ ହେଉଛି ।  ଯାହାକି ଦର୍ଶକଙ୍କୁ କାର୍ଯ୍ୟକ୍ରମ ପ୍ରତି ଲୋକଙ୍କୁ ଆକର୍ଷିତ କରୁଛି । ଶେଷଦିନରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମହୋତ୍ସବ ସ୍ଥଳିକୁ ପହଞ୍ଚି ଅଞ୍ଚଳର ବିକାଶ ପାଇଁ ମନ୍ତ୍ରୀ ଶ୍ରୀ ପୂଜାହାରୀଙ୍କ ସହ ଆଲୋଚନା କରିଥିଲେ । ମହୋତ୍ସବ କମିଟିର ଯୁବନେତା ରାଜେନ୍ଦ୍ର ପଣ୍ଡା,ତରଭା ବ୍ଲକଅଧ୍ୟକ୍ଷ ସରୋଜ କମ୍ପ,ପାଇକବାହାଲ ସରପଞ୍ଚଗଣନାଥ ସାହୁ,ସାଗରତଳଗୋଠର ରାମଶଙ୍କର ମହାପାତ୍ର,ଗଜେନ୍ଦ୍ର ମେହେର,ମେଣ୍ଡାର ପୂର୍ବତନ ସରପଞ୍ଚହୃଷିକେଶ ପାତ୍ର,ପାଇକବାହାଲର ଚକ୍ରଧର ସା,ରାଜପାଲିର ହୃଷିକେଶ ପଣ୍ଡା,ମଦନମୋହନ ପଣ୍ଡା,ବ୍ରାହ୍ମଣୀପାଲିର ଭାଗିରଥି ସାହୁ,ରାଜୀବ ପଣ୍ଡା ପ୍ରମୁଖ ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like