-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକସ୍ତରୀୟ ଜେଆରସି ସଚେତନତା ଅଭିଯାନ

20-Dec-2022



ସୋନପୁର(ମନୋରଂଜନ ତ୍ରିପାଠୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ସୋନପୁର ସ୍ଥିତ ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ ପ୍ରାଙ୍ଗଣରେ ଏକ ଦିବସୀୟ ବ୍ଲକ ସ୍ତରୀୟ ଜୁନିଅର ରେଡକ୍ରସ ସଚେତନତା ଅଭିଯାନ ଆୟୋଜିିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ରେଡକ୍ରସ ପତାକା ଉତୋଳନ କରି ଅଭିଯାନକୁ ଉଦଘାଟିତ କରିଥିଲେ । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡତିଆ, ଶାରୀରିକ ଶିକ୍ଷା ନିରୀକ୍ଷକ ସତ୍ୟ ନାରାୟଣ ତ୍ରୀପାଠୀ, ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଅକ୍ଷୟ କୁମାର ସାହୁ ଉଦଘାଟନୀ ସଭାରେ ଅଧ୍ୟକ୍ଷତା କରିଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଅଭିଯାନକୁ ପରିଚାଳନା କରିଥିଲେ । ସାଧନକର୍ମି ଚନ୍ଦ୍ର ଶେଖର ମହାପାତ୍ର ସ୍ୱାଗତ ଅଭିଭାଷଣ ଦେଇଥିଲେ । ସୋନପୁର ବ୍ଲକର ୨୩ ଗୋଟି ସ୍କୁଲରୁ ଆସିଥିବା ଜୁନିଅର ରେଡକ୍ରସ ପରାମର୍ଶଦାତା ମାନଙ୍କୁ ସାଧନକର୍ମି ଅନୁପ୍ରୀୟ ମିଶ୍ର, ଚନ୍ଦ୍ର ଶେଖର ମହାପାତ୍ର, ଗୋପେଶ ପଣ୍ଡା ରେଡକ୍ରସ ଆେନ୍ଦୋଳନ, ଜୁନିଅର ରେଡକ୍ରସର ବିଦ୍ୟାଲୟ ସ୍ତରୀୟ ସର୍ବନିମ୍ନ କାର୍ଯ୍ୟକ୍ରମ, ପ୍ରାଥମିକ ଚିକିତ୍ସା, ସିପିଆର, ରକ୍ତ ସ୍ରାବ, ରିକୋଭରି ପୋଜିସନ, ମୂର୍ଚ୍ଛା, ବ୍ୟଣ୍ଡେଜ, ରକ୍ଷକ ର ସଡକ ସୁରକ୍ଷା ବିଷୟରେ ତାଲିମ ପ୍ରଦାନ କରିଥିଲେ ।

କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସ ୟୁିଟର ଛାତ୍ରଛାତ୍ରୀ, ଶିକ୍ଷକ ଲୋକନାଥ ଠେଲା, ଚିତରଂଜନ ଭୋଇ, ଲବ ପାରୁଆ, ଦେବେନ୍ଦ୍ର ଗହିର, ଲୋକନାଥ ମିସ୍ତ୍ରୀ, ସୁବାଶିଷ ଖେତି, ଜୟକୃଷଯଣ ନାୟକ,ପଦ୍ମନାଭ ନନ୍ଦ,ସସ୍ମିତା ଭୋଇ ସହଯୋଗ କରିଥିଲେ । ପରିଶେଷରେ ବିଦ୍ୟାଳୟର ଜୁନିଅର ରେଡକ୍ରସ ପରାମର୍ଶଦାତା ବସୁଦେବ ବିଶି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like