-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଡିଗ୍ରୀ କଲେଜରେ ତିନିଦିନିଆ ଏନ୍‌ଏସ୍‌ଏସ୍ କର୍ମଶାଳା ଉଦ୍‌ଯାପିତ

20-Dec-2022



ବରଗଡ଼: ତିନିଦିନ ଧରି ଚାଲିଥିବା ଏନ୍‌ଏସ୍‌ଏସ୍ ନେତୃତ୍ୱ ତାଲିମ କର୍ମଶାଳା ଉଦ୍‌୍‌ଯାପିତ ହୋଇଯାଇଛି । ଆଜି ଶେଷଦିନରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଭିନ୍ନ ବିଭାଗର ପ୍ରଫେସର୍‌ମାନେ ଯୋଗଦାନ କରି କ୍ୟାରିୟର୍ କାଉନ୍‌ସେଲିଂ ଉପରେ ଆଲୋକପାତ କରିଥିଲେ । ପ୍ରଫେସର୍ ସୁମନ୍ କେର୍‌କେଟା ଏକ ବିଷୟ “ଜୁଗାଡ଼୍‌” ଉପରେ ଉପସ୍ଥାପନା କରିଥିଲେ । ପ୍ରଫେସର୍ ପ୍ରୟାସ ଡନ୍‌ସନା ସୂଚନା ଅଧିକାର ଓ ତା’ର ପ୍ରାସଙ୍ଗିକତା, ପ୍ରଫେସର୍ ଡି.କେ. ମହାଳିକ କିପରି ଛାତ୍ର ନିଜର ସବଳତା ଓ ଦୁର୍ବଳତାକୁ ଭବିଷ୍ୟତରେ ସଠିକ୍ ରୂପରେ ପରିଚାଳନା କରିପାରିବ, ଠିକ୍ ସେହିପରି ପ୍ରଫେସର୍ ଅଜିତ୍ କୁଲୁ କହିଥିଲେ ଯେ, କିପରି ନିଜର ସ୍ୱପ୍ନକୁ ବାସ୍ତବତାରେ ପରିଣତ କରିପାରିବ, ପ୍ରଫେସର୍ ହୀରକ ଚକ୍ରବର୍ତୀ କହିଥିଲେ ଯେ, କ୍ୟାରିୟର୍ ସୁଯୋଗ ସୃଷ୍ଟି କରିବା ପାଇଁ ନିଜର ସାମର୍ଥ୍ୟ ଏବଂ ଦୃଢ଼ତାର ଆବଶ୍ୟକତା ରହିଛି ଏବଂ ଡ.ତରୁଣ ସେନ୍ ବାଉଁଶର ବ୍ୟବହାର ଉପରେ ଆଲୋଚନା କରିଥିଲେ । ଆଜି ଶେଷ ଦିବସରେ ବିକାଶ ଗ୍ରୁପ୍ ଅଫ୍ ଇନ୍‌ଷ୍ଟିଚ୍ୟୁସନ୍‌ର ଡାଇରେକ୍ଟର ତଥା ବିକାଶ ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ.ସମରେନ୍ଦ୍ର ନାଥ ପଣ୍ଡା ଉଦ୍‌ଯାପନୀ ଭାଷଣ ଦେଇଥିଲେ । ଏହି ତିନିଦିନ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।

ଏହି ଉଦ୍‌ଯାପନୀ ସଭାରେ ବିକାଶ ଗ୍ରୁପ୍‌ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ, ସମ୍ବଲପୁର ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍ ସଂଯୋଜକ ପ୍ରଫେସର୍ ସୁମନ କେର୍‌କେଟା ଏବଂ ଡିଷ୍ଟ୍ରିକ୍ଟ୍ ପ୍ରୋଗ୍ରାମ୍ ଅଫିସର୍ ଡ.ବବିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦାନ କରିଥିଲେ । ଆଜି ପ୍ରଭାତରୁ ଏନ୍‌ଏସ୍‌ଏସ୍‌ର ପତାକା ଉତ୍‌ତୋଳନ ହୋଇଥିବାବେଳେ ଯୋଗାଭ୍ୟାସ ସହ ଜେସିଆଇ ନେସ୍‌ନାଲ୍ ଟ୍ରେନର୍ ଆର୍‌.ଏସ୍‌.ଭି. କ୍ରୀଷ୍ଣା ଏକ ଆଉଟ୍ ବାଉଣ୍ଡ୍ ସେସନ୍ ନେଇଥିଲେ । ଉକ୍ତ କାର୍ଯ୍ୟକ୍ରମ ବିକାଶ ଡିଗ୍ରୀ କଲେଜର ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରୀଷ୍ଣା ଓ ପ୍ରୋଗ୍ରାମ୍ ଅଫିସର୍ ଅଧ୍ୟାପକ ଶ୍ରୀ ରଜତ ପାଣିଗ୍ରାହୀ ପରିଚାଳନା କରିଥିଲେ । ବିକାଶ ଗ୍ରୁପ୍‌ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ ଏହି କର୍ମଶାଳାର ଉଦ୍‌ଯାପନୀ ଘୋଷଣା କରିଥିଲେ । ପରିଶେଷରେ ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍ କୋଅର୍ଡିନେଟର୍ ପ୍ରଫେସର୍ ସୁମନ କେରକେଟା ଆୟୋଜକ ବିକାଶ ଡିଗ୍ରୀ କଲେଜକୁ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ