-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୩୩ ତମ ବାର୍ଷିକ ଉତ୍ସବ ପାଳିତ |

20-Dec-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା)
 ଗଣିଆସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ୩୩ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟିର ସଭାପତି ଆନନ୍ଦ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁ, ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ, ସରପଞ୍ଚ ସୁକାନ୍ତ କୁମାର ଗଣ୍ଠିଆ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଦେବୀ ପ୍ରସାଦ ଦାଶ ଅତିଥି ପରିଚୟ ପ୍ରଦାନ କରିବା ସହିତ ସମ୍ପାଦକୀୟ ବିବରଣୀ ପଠନ କରିଥିଲେ । ବିଦ୍ୟାଳୟ ପରିସରରେ ପାନୀୟ ଜଳ ଯୋଗାଣ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ତରଫରୁ ପାନୀୟ ଜଳ ଯୋଗାଇ ଦିଆଯାଇଥିବାରୁ ତାଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ଅଧ୍ୟକ୍ଷ । ବିଦ୍ୟାଳୟ ପଛପାଖ ପାଚେରୀ, ସାଂସ୍କୃତିକ ମଣ୍ଡପ,ସୁଲଭ ଶୌଚାଳୟ ନିର୍ମାଣ କରିବାକୁ ଅଧ୍ୟକ୍ଷ ଅତିଥି ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ ।  ଦୀର୍ଘ ୩୩ ବର୍ଷ ଧରି ଉକ୍ତ ଅନୁଷ୍ଠାନ  ଗଣିଆରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବେଳେ ଅନେକ କୃତି ଛାତ୍ର ଛାତ୍ରୀ ରାଜ୍ୟ ତଥା ରାଜ୍ୟ ବାହାରେ ଲୋକପ୍ରିୟତା ହାସଲ କରିଥିବାରୁ ଅନୁଷ୍ଠାନର ଅଧ୍ୟକ୍ଷ ତଥା ଶିକ୍ଷକ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା । ବିଦ୍ୟାଳୟରେ ଥିବା ସମସ୍ୟା ଗୁଡିକ ଖୁବ୍ ଶିଘ୍ର ସମାଧାନ କରିବାକୁ ଚେଷ୍ଟା କରିବେ ବୋଲି ବିଧାୟକ ପ୍ରତିଶ୍ରୁତି ଦେଇଥିଲେ। ଛାତ୍ର ଛାତ୍ରୀ ମାନେ ପାଠପଢାକୁ ବିଶେଷ ଗୁରୁତ୍ବ ଦେଇ ବ୍ଳକ ତଥା ଜିଲ୍ଲାର ଟେକ ରଖିବାକୁ ବିଧାୟକ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ବାର୍ଷିକ କ୍ରିଡା ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ପରିଶେଷରେ ସଭାପତି ଆନନ୍ଦ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଶେଷକରି ମଣିଭଦ୍ରା ଖବରର ପ୍ରଥମ ଅବଦାନ ମୋ ଗଣିଆ ଗୀତର ନୃତ୍ୟ ଅତ୍ୟନ୍ତ ଆକର୍ଷଣୀୟ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦର୍ଶକ ମାନେ ମନଭରି ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like