-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବରଗଡ଼ - ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

03-Dec-2020



ବରଗଡ଼, (ମୁକୁନ୍ଦ ଦାସ) - ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ବରଗଡ଼ ଜିଲ୍ଲା ତରଫରୁ ପାର୍ଟି କାର୍ଯ୍ୟାଳୟରେ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇ ଅଛି l ଉକ୍ତ ସମ୍ମିଳନୀକୁ ମାନ୍ୟବର ବରଗଡ଼ ଲୋକସଭା ସଦସ୍ୟ ସୁରେଶ କୁମାର ପୂଜାରୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ମୋର୍ଚ୍ଚା ଜିଲ୍ଲା ସଭାପତି  ଈଶ୍ୱର ବାଗ ସଭାପତିତ୍ୱ କରିଥିବା ବେଳେ ସମ୍ମିଳନୀ ରେ ବରିଷ୍ଠ ଆଇନଜୀବୀ ତଥା ସମାଜସେବୀ  ଶିରୀଶବଲ୍ଲବ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସମ୍ବିଧାନ ବିଷୟରେ ଆଲୋକପାତ କରି ଥିଲେ l ମୁଖ୍ୟଅତିଥି ବରଗଡ଼ ସାଂସଦ  ସୁରେଶ କୁମାର ପୂଜାରୀ ସମ୍ବିଧାନ ର ଇତିହାସ ଉପରେ ଆଲୋକପାତ କରିବା ସହିତ ସମ୍ବିଧାନକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ପ୍ରବର୍ତ୍ତାଇ ଥିଲେ l ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ରାଜ୍ୟ କାର୍ଯ୍ୟକାରୀଣୀ ସଦସ୍ୟ ସୁରେଶ୍ୱର ଶତପଥି, ଡାକ୍ତର ଅରୂପାନନ୍ଦ ସାହୁ, ଉରକୂଳୁ ତାଣ୍ଡି, ବିପିନ ଭୋସାଗର, ପ୍ରିତମ ସିଂହ, ଗୋବରର୍ଦ୍ଧନ ଭୁଏ ମଞ୍ଚାସୀନ ଥିବାବେଳେ ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବାରେ  ଅଶୋକ ପଣ୍ଡା, ରବିନାରାୟଣ ଦାଶ, ପରୀକ୍ଷିତ ଛତର, ଶାନ୍ତନୁ ନାଏକ, ସୁବ୍ରତ ହୋତା, ଯୋଶବନ୍ତ ସେଟ, ସୀମା ସିଂହ, ଅମିତ ପଣ୍ଡା,ଅନ୍ବେଷ ମହାପାତ୍ର ସଷ୍ଟମ ଭୁଏ, ଗୋକୁଳ ବାଗ ପ୍ରମୁଖ ସହଯୋଗ କରି ଥିଲେ l ଶେଷରେ କୁଶ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like