-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ ର ବନ୍ଧୁ ମିଳନ ଓ ସ୍ୱଚ୍ଛ ମହାନଦୀ ସଚେତନତା କାର୍ଯ୍ୟକ୍ରମ

20-Dec-2022



ସୁବର୍ଣ୍ଣପୁର  ଆଜି ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ସୋନପୁର ମହାନଦୀ ବ୍ରିଜ ବୁଢାରଜା ଘାଟ ଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସହିତ ଆଗାମୀ ନୁଆଁ ବର୍ଷ ପାଇଁ ପିକନିକ ରେ ଆସୁଥିବା ଦୂର ଦୁରାନ୍ତ ର ପର୍ୟ୍ୟଟକ ମାନ ଙ୍କ ଦ୍ୱାରା ଜମୁଥୁବା କୁଢ଼ କୁଢ଼ ଅଳିଆ ଆବର୍ଜନା, ପଲିଥିନ, ପାଣି ବୋତଲ ସବୁକୁ ଗୋଟାଏ  ସାମୁହିକ ଭାବେ ସଫା କରିଥିଲେ l ଏବଂ ହାତ ରେ ପ୍ଲା କାର୍ଡ ଧରି ସ୍ୱଚ୍ଛ ମହାନଦୀ ସ୍ୱଚ୍ଛ ସୁବର୍ଣ୍ଣପୁର ଉପରେ ବିଭିନ୍ନ ସ୍ଲୋଗାନ ଦେଇ ସମାଜ ପାଇଁ ସଚେତନତା ବାର୍ତ୍ତା

ପହଞ୍ଚାଇଥିଲେ l  ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଉପ ସଭାନେତ୍ରୀ ଇନ୍ଦୁମତୀ ପୁରୋହିତ, ଉପଦେଷ୍ଟା ଗରିବ ଲୋଇ, ଶ୍ରୀବତ୍ସ ମଲ୍ଲିକ,  ଅଭିମନ୍ୟୁ କୁଶଳ, ପୋଲିସ ଆର ଆଇ  ପ୍ରଦ୍ୟୁମ୍ନ ପଟେଲ ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ଓ ମନୋରଞ୍ଜନ ତ୍ରିପାଠୀ, ମନୋଜ ପଣ୍ଡା, ଏନ ସି ସି ଲେଫ୍ଟନେଣ୍ଟ ଆଶିଷ ଅଗ୍ରୱାଲା ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମ ରେ  ବିନୋଦ ମେହେର,  ପ୍ରଦୀପ ପୁରୋହିତ, ପ୍ରହଲ୍ଲାଦ ମିଶ୍ର, କୃଷ୍ଣ ଚନ୍ଦ୍ର ବିଶି, ପ୍ରଫୁଲ୍ଲ ନାଏକ, ତରଣୀ ମେହେର, ଗଣେଶ ମିଶ୍ର, ସିମାଞ୍ଚଳ ହୋତା, ପ୍ରମୋଦ କୁମାର ସାହୁ, ଡା. ସରୋଜ ପଟେଲ, ସୁଶାନ୍ତ ସାହୁ, ଲଡ଼ୁ କିଶୋର ମଲ୍ଲିକ, ଖିରୋଦ ପଟେଲ, ଅମର ଭୁତ, ତ୍ରିଲୋଚନ ତରିଆ, ନାରାୟଣ ରଥ, ପ୍ରମୋଦ ମହାଣl, ଜୟନ୍ତ ବେହେରା, ପ୍ରତାପ ଦାଶ, କ୍ରିଷ୍ଣା ମେହେର, ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର, ଅଶୋକ ହୋତା, ସଂଗୀତା ନାଏକ, ଗୋପାଳ ମେହେର, ପ୍ରମୁଖ ସମସ୍ତ ସଭ୍ୟ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like