-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

କଳାହାଣ୍ଡି : କେ ଗାଓଁ ଫରେଷ୍ଟ ରେଞ୍ଜର କେଶବ ମାଝିଙ୍କ ଘରେ ଭିଜିଲାନ୍ସ ରେଡ୍

21-Dec-2022



କଳାହାଣ୍ଡି(ସଞ୍ଜୀବ ଦାସ) : ପୁଣି ଜଣେ ସରକାରୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି କେ ଗାଓଁ ଫରେଷ୍ଟ ରେଞ୍ଜର କେଶବ ମାଝିଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଚଢାଉ କରୁଥିବା ଟିମରେ ରହିଛନ୍ତି ୫ ଜଣ ଡିଏସପି, ୬ଜଣ ଇନସପେକ୍ଟର ଓ ଅନ୍ୟମାନେ । ସର୍ଚ୍ଚ ଓ୍ୱାରେଣ୍ଟ ଜାରି କରିଥିଲେ ଭବାଣୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ଜଜ୍ । କଳାହାଣ୍ଡି ଜିଲ୍ଲାର ୪ଟି ସ୍ଥାନରେ ଚଢାଉ କରି ଖାନତଲାସି କରୁଛି ଭିଜିଲାନ୍ସ ।

କସିଙ୍ଗା ଟାଉନ ଓମ୍ ନଗରରେ ଏକ ତିନି ମହଲା କୋଠା, କେଗାଓଁର ଅଫିସ ଓ ସରକାରୀ ବାସଭବନ, କେସିଙ୍ଗାସ୍ଥିତ ଘରେ ଚଢାଉ କରି ତାଙ୍କର ସମ୍ପତ୍ତି ଆକଳନ କରୁଛି ଭିଜିଲାନ୍ସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like