-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

କଦମପଡା ସରସ୍ୱତୀ ଶିଶୁ ବିଦ୍ୟା  ଜ୍ଞାନ ମନ୍ଦିରର ୩୮ତମ ବାର୍ଷିକ ଉତ୍ସବ

21-Dec-2022



ବଲାଙ୍ଗୀର(ପ୍ରେରଣା ଖବର)- ଆଜି ସଂଧ୍ୟାରେ ସ୍ଥାନୀୟ କଦମପଡା ସରସ୍ୱତୀ ଶିଶୁ ଜ୍ଞାନ ବିଦ୍ୟା ମନ୍ଦିରର ୩୮ତମ ବାର୍ଷିକୋତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥରେ ମୂଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଆୟକର ଆୟୁକ୍ତ ଶ୍ରୀକାନ୍ତ ଚାଟାର୍ଜୀ ଯୋଗ ଦେଇ ଉତ୍ସବକୁ ଉଦ୍‌ଘାଟନ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ଓଡ଼ିଶା ଶିକ୍ଷା ବିକାଶ ସମିତିର ଉପସଭାପତି ପ୍ରଦୀପ କୁମାର ସାହୁ ଯୋଗ ଦେଇଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ସୁବ୍ରତ କୁମାର ବେହେରାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ପରିଚାଳନା ସମିତିର ସଂପାଦକ ସୁରେନ୍ଦ୍ର କୁମାର ତ୍ରିପାଠୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।  ପରିଚାଳନା ସମିତିର ସଭାପତି ସଭ୍ୟ ଶଶୀଭୂଷଣ ପୁରୋହିତ ମଂଚାସୀନ ରହି ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ସଭା ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ହୋଇଥିଲା । ପରେ ମେଟ୍ରିକ ପରୀକ୍ଷାରେ ସ୍କୁଲରେ ସେର୍ବାଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା ।  ଏହି ଅବସରରେ ବିଦ୍ୟାଳୟର ବାର୍ଷିକ ମୁଖପତ୍ର ‘ପ୍ରଜ୍ଞା’ ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା ।  ଚିତ୍ରଶିଳ୍ପି ଦିଲୀପ ସିଂଦେଓ ଓ  ବାଦ୍ୟଶିଳ୍ପି ଟଙ୍କଧର ମିଶ୍ରଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା । ଶେଶଷରେ ବିଦ୍ୟାଳୟର ସହ ପ୍ରଧାନ ଆଚାର୍ଯ୍ୟ ବତ୍ସରାଜ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପରେ ବିଦ୍ୟାଳୟର ସୁଶୀଳ ଗୁରୁଜୀ ଓ     ଅଂଜଳି ଗୁରୁମାଁ ଙ୍କ ପରିଚାଳନାରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଗୁରୁଜୀ ଗୁରୁମାଁ ଓ ବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ମାନ ଯୋଗ ଦେଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like