-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||     

HOME   ଜିଲ୍ଲା

ଦୁର୍ଗତ ର ବନ୍ଧୁ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା

21-Dec-2022



ସୁବର୍ଣ୍ଣପୁର - ଆଜି ସକାଳ  ୧୦  ଘଟିକା ସମୟରେ  ଶ୍ରୀଯୁକ୍ତ ଅମରେଶ ପଣ୍ଡା ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୂର ସୋନପୁର ରୁ ବିନିକା  ଗସ୍ତ ରେ ଯାଉଥିବା ସମୟରେ ଉର୍ଲେ ଛକ ନିକଟରେ ଘାଟକଇଁତରା ଗ୍ରାମ ର ସନତ ଶତପଥି (୩୫) ତାଙ୍କ ସ୍ତ୍ରୀ ରୀନା ଶତପଥି ଓ ୩ ବର୍ଷ ର ଝିଅ ବାଇକ୍ ରୁ ପଡି ହମ୍ପସ ପାଖରେ  ରକ୍ତ ଜୁଡୁ ବୁଡ଼ ଅବସ୍ଥା ରେ ରହି ଥିଲେ  l ଏହି ଦୁର୍ଘଟଣା ଓ ପରିବାର ର ଅସହାୟ ଦୃଶ୍ୟ ଦେଖି  ଆରକ୍ଷୀ ଅଧି‌‌କ୍ଷକ ଶ୍ରୀ ପଣ୍ଡା ନିଜ ଅଫିସ ଗାଡ଼ିରେ ବିନିକା ହସ୍ପିଟାଲ କୁ ସେମାନଙ୍କୁ ଆଣି ଡାକ୍ତରଖାନାରେ ଚିକିତ୍ସିତ କରାଇଥିଲେ l ଓ ନିଜ କୁ ଏକ ଦାଇତ୍ୱ ବାନ ପୋଲିସ  ପ୍ରଶାସନିକ ଅଧିକାରୀ ଭାବେ ଉଦାହରଣ ସାଜିଛନ୍ତି l  ରାସ୍ତା ଘାଟ ରେ ଏଭଳି ଅନେକ ଥର  ବିପଦ ରେ ପଡ଼ିଥିବା ସାଧାରଣ ଲୋକଙ୍କୁ ସହାୟତା ପ୍ରଦାନ କରି ଶ୍ରୀ ପଣ୍ଡା ନିଜର ମାନବିକତା ଦେଖାଇ  ସମାଜ ପାଇଁ, ଆଗାମୀ ଯୁବ ପିଢୀ ଓ ଜ଼ିଲ୍ଲା ପ୍ରଶାସନ ପାଇଁ ପ୍ରେରଣା  ସାଜିଛନ୍ତି l ଏସପି ଶ୍ରୀ ପଣ୍ଡାଙ୍କ ଏଭଳି ମହତ କାର୍ଯ୍ୟକୁ ସହର ତଥା ଜ଼ିଲ୍ଲା ର ବୁଦ୍ଧିଜୀବୀ ଭୁୟସୀ ପ୍ରଶଂସା କରିଥିବା ବେଳେ ଶ୍ରୀ ପଣ୍ଡା ଜ଼ିଲ୍ଲା ତଥା ରାଜ୍ୟ ପୋଲିସ ର ଗୌରଵ ମଧ୍ୟ ବଢ଼ାଇଛନ୍ତି l ଏତତ୍ ବ୍ୟତିତ ମୋଟର ସାଇକେଲରେ ମହିଳା ଓ ଶିଶୁ ଧରି ଯାତ୍ରା କରୁଥିବା ସମୟରେ ଗାଡି ସ୍ପିଡ଼ ନ ଚଳାଇବାକୁ ଓ ସାବଧାନତା ରକ୍ଷା କରିବା ପାଇଁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026

You Might Also Like