-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ମା’ ଝାଡେଶ୍ୱରୀ ମହାବିଦ୍ୟାଳୟରେ ସଡକ ସୁରକ୍ଷା ସଚେତନତା କର୍ମଶାଳା ଆୟୋଜିତ

22-Dec-2022



(ସଂଜୀବ ପାଣିଗ୍ରାହୀ)
 ଝାଡେଶ୍ୱରୀ ମହାବିଦ୍ୟାଳୟରେ ମହାବିଦ୍ୟାଲୟର ଜାତୀୟ ସେବା ଯୋଜନା ୟୁନିଟ, ୟୁଥ ରେଡ୍‌କ୍ରସ ୟୁନିଟ,ହୋପ୍‌-ସ୍କୋପ ଡ୍ରାଇଭିଂ ସ୍କୁଲ,ସମ୍ବଲପୁରର ମିଳିତ ଉଦ୍ୟମରେ ସଡକ ସୁରକ୍ଷା ନିୟମାବଳୀ ସମ୍ବନ୍ଧିତ ଏକ କର୍ମଶାଳା ଆୟୋଜିତ ହୋଇ ଯାଇଛି। ମହାବିଦ୍ୟାଳୟ ଯୁକ୍ତ ଦୁଇ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ,ଅତିଥି,ପ୍ରଶିକ୍ଷକ ତଥା ମହାବିଦ୍ୟାଳୟର ଶିକ୍ଷକ ଅଣଶିକ୍ଷକ କର୍ମଚାରୀଙ୍କୁ ସଭାପତି ସଡକ ସୁରକ୍ଷା ନିୟମକୁ ନେଇ ଶପଥପାଠ କରାଇଥିଲେ।  ସମ୍ବଲପୁର ଆଂଚଳିକ ପରିବହନ କାର୍ଯ୍ୟାଳୟର ଜୁନିୟର ଏମ୍‌.ଭି.ଆଇ ଧର୍ମେନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ପ୍ରଶିକ୍ଷକ ଭାବରେ ଯୋଗଦେଇ ସଡକ ସୁରକ୍ଷା ଉପରେ ବ୍ୟାପକ ଆଲୋଚନା ପୂର୍ବକ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦେଇଥିଲେ। ହୋପ-ସ୍କୋପ ଡ୍ରାଇଭିଂ ସ୍କୁଲ ପକ୍ଷରୁ ଉକ୍ତ ଅନୁଷ୍ଠାନର ନିର୍ଦ୍ଦେଶକ ମନୋରଞ୍ଜନ ପ୍ରଧାନଙ୍କ ପରିଚାଳନାରେ ବିଦ୍ୟାର୍ଥୀମାନଙ୍କୁ ହେଲମେଟ୍‌,ସିଟ୍‌ ବେଲ୍ଟ ବ୍ୟବହାର ଓ ଡ୍ରାଇଭିଂ ଲାଇସେନ୍ସ ସମ୍ବନ୍ଧିତ ନିୟମାବଳୀ ସମ୍ପର୍କରେ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ସ୍ମାରକୀ ମାହାରଙ୍କ ସମେତ ରବିନ୍ଦ୍ର ନାରାୟଣ ଠାକୁର,ସତ୍ୟନାରାୟଣ ଦାଶ,ସଞୟ କୁମାର ସାହୁ,ପଣ୍ଡିତ ବ୍ୟାସଦେବ ପଣ୍ଡା,ଶୁଶ୍ରିତ ଷଢଙ୍ଗୀ,ପ୍ରମୋଦ ଦେହେରି,ଦିଲୀପ କୁମାର ଗୁରୁ ତଥା  ଡ୍ରାଇଭିଂ ସ୍କୁଲ ପକ୍ଷରୁ ମନୋରଞ୍ଜନ ବେହେରା,ତ୍ରିଲୋଚନ ସାହୁ,ଅର୍ଚ୍ଚନା ବେହେରା,ସୁଶ୍ରୀ ସଙ୍ଗୀତା ସ୍ୱାଇଁ ଏବଂ ଆର. ଟି. ଓ ସମ୍ବଲପୁର ତରଫରୁ ଶିଶିର କୁମାର ନାୟକ,ରିନା ସୋରେନ ପ୍ରମୁଖ ଯୋଗଦେଇ କାର୍ଯ୍ଯକ୍ରମରେ ସହଯୋଗ କରିଥିଲେ।ଶେଷରେ ମହାବିଦ୍ୟାଳୟ ଯୁକ୍ତ ତିନ ସ୍ରୋତର ଅଧ୍ୟକ୍ଷ ଅନିଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like