-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିମନ୍ତେ କଳାକାର ଚୟନ

22-Dec-2022



ବରଗଡ:-ଆଜି ସ୍ଥାନୀୟ ରାଜାଜୀ ଟାଉନହଲ ଠାରେ ରାଜବୋଡାସମ୍ବର ବ୍ଳକ ପ୍ରଶାସନ ତରଫରୁ ମୁଖ୍ୟମନ୍ତ୍ରୀ କଳାକାର ସହାୟତା  ଯୋଜନା ନିମନ୍ତେ କଳାକାର ଚୟନ-୨୦୨୨ ଉତ୍ସବ ଉଦଘାଟିତ ହୋଇଯାଇଅଛି ।ପଦ୍ମପୁର ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ , ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ରଜନୀ କାନ୍ତ ବହିଦାର ,ମୁଖ୍ୟ କିରାଣୀ ସନ୍ତୋଷ ବେହେରା ବି .କେ . ଏସ . ଏସ . ଉପସଭାପତି ଅଶ୍ୱିନୀ କୁମାର ପଟେଲ, ଅଶୋକ କୁମାର ବହିଦାର ,ସୁରେନ୍ଦ୍ର କୁମାର ସାହୁ ମା ସମଲେଇ ଠାରେ ପୂଜାର୍ଚ୍ଚନା କରିଥିଲେ ।ପଦ୍ମପୁର ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ ନଡ଼ିଆ ବାଡେଇ ଉତ୍ସବକୁ ଉଦଘାଟନ କରିଥିଲେ । 

ଏହି ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେ଼ମୀ ପୁରସ୍କାର ପ୍ରାପ୍ତ ନାଟ୍ୟକାର ଅଶୋକ କୁମାର ବହିଦାର ଓ ଯୁବ ପୁରସ୍କାର ପ୍ରାପ୍ତ ଲୋକ ବାଦ୍ୟକାର ଅଶ୍ୱିନୀ ପଟେଲ  , ଯୁବ ପୁରସ୍କାର  ପ୍ରାପ୍ତ  ଲୋକ ନୃତ୍ୟ ଶିଳ୍ପୀ ଜୟନ୍ତୀ ଦୀପକୁ ସ୍ଵତନ୍ତ୍ର ଭାବେ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା

କରାଯାଇଥିଲା । ପରେ ସୁଦାମ ମହାନନ୍ଦ ଙ୍କ ସଂଯୋଜନାରେ ୧୩ ଟି ଗ୍ରାମପଞ୍ଚାୟତ ଯଥା - ବରିହାପାଲି , ବରିକେଲ , ଭେଉଁରିଆ , ବୁଡ଼ାମାଲ , ବୁଡ଼େନ , ଚାରପାଲି , ଦହିଗାଁ , ଦହିତା , ଡ଼ଙ୍ଗାଘାଟ , ଜ୍ଞାନ , ଜମଲା , ଯମରତଲା  , କଂସର  ରୁ ଆସିଥିବା ୧୭୦ ଜଣ ଲୋକ  କଳାକାର ମାନଙ୍କୁ  ବିଚାରକ ଭାବେ ଅଶୋକ ବହିଦାର ଓ ସୁରେନ୍ଦ୍ର ସାହୁ ଚୟନ କରିଥିଲେ । ଆସନ୍ତାକାଲି ବାକି ଥିବା ୯ ଟି ପଞ୍ଚାୟତର କଳାକାର ଓ ପଦ୍ମପୁର ବିଜ୍ଞାପିତ ପରିଷଦର କଳାକାର ମାନଙ୍କର ଚୟନ କରାଯିବ ବୋଲି ଜଣାପଡିଛି ।  ଆଜି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଗୋପବନ୍ଧୁ ଶିକା ଓ ରମେଶ ଗୁର୍ଲା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026

You Might Also Like