-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ କୋକସରା ସିଡିପିଓ

03-Dec-2020



କଳାହାଣ୍ଡି / କୋକସରା (ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜୟନ୍ତୀ ମହାନ୍ତି , ଆଜି ଏକ ଅଙ୍ଗନଵାଡି  କର୍ମୀଙ୍କ ଠାରୁ ପାଞ୍ଚହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ।ସୂଚନା ରୁ  ପ୍ରକାଶ ଯେ ଲଡୁଗାଁ ପଞ୍ଚାୟତ ସୁନାମାଲ ଗ୍ରାମର   ଆରତୀ ଧଙ୍ଗଡାମାଝୀ  ନିଜ ଗାଁ ରେ ମିନି    ଅଙ୍ଗନବାଡ଼ି କର୍ମୀ ଭାବରେ କାର୍ଯ୍ୟ କରି ଆସୁଛନ୍ତି । କୌଣସି କାରଣ ବସତ ତାଙ୍କ ତିନି ମାସ ର ଦରମା ପାଇ ନ ଥିବା ହେତୁ ସେହି ତିନି ମାସର ଦରମା କରେଇ ଦେବାପାଇଁ
ଅଙ୍ଗନବାଡ଼ି କର୍ମୀଙ୍କୁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଯାହାଫଳରେ ଆରତୀଭିଜିଲାନ୍ସ ର ଦୁଆରସ୍ତ ହୋଇଥିଲେ । ପରେ କୋରାପୁଟ ଭିଜିଲାନ୍ସ ଡିଭିଜନ ଜୟପୁର ଠାରେ ଏକ ମାମଲା ରୁଜୁ କରାଯାଇ ଗୁରୁବାର ଦିନ କଳାହାଣ୍ଡି ଜିଲ୍ଲା ଭିଜିଲାନ୍ସ ଡି ଏସ୍ ପି ସତ୍ୟବାନ ମହାନନ୍ଦ ଙ୍କ ନେତୃତ୍ୱରେ ଏକ ଟିମ କୋକସରା  ସିଡିପିଓ ଙ୍କକାର୍ଯ୍ୟାଳୟ କୁ ପହଞ୍ଚି ଅଙ୍ଗନବାଡ଼ି କର୍ମୀ ଆରତୀ ଙ୍କ ଠାରୁ ପାଞ୍ଚ ହଜାର ଟଙ୍କା କୋକସରା ସି ଡି ପି ଓ ଜୟନ୍ତୀ ମହାନ୍ତି ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ ଧରିଥିଲେ ।ଅଫିସ ରୁ ଯାଞ୍ଚ କଲାପରେ ୬୯ ହଜାର ଟଙ୍କା ଜବତ କରି ଥିବା ଭିଜିଲାନ୍ସ ଅଫିସର ସୂଚନା ଦେଇ ଥିଲେ lସେ ଜଣେ ଦୃନୀତି ଗ୍ରସ୍ତ ଅଫିସର ଓ ତାଙ୍କ କାର୍ଯ୍ୟ କଲାପରେ ଅଧିକାଂଶ ଅଙ୍ଗନବାଡ଼ି କର୍ମୀ ଅସନ୍ତୋଷ ପ୍ରକାଶ କରୁଥିଲେ ସେ ତିନି ବର୍ଷ ହେବ  କାହାକୁ ଖାତିର ନକରି ଶାସନ କରି ଆସୁଥିଲେ ବୋଲି ସମସ୍ତେ ପ୍ରକାଶ କରୁଥିବା ଜଣା ପଡୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like