-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||     

HOME   ଜିଲ୍ଲା

ମଦ ସହ ବେପାରୀକୁ କାବୁ କରି ପୋଲିସକୁ ଜିମା ଦେଲେ ଗ୍ରାମବାସୀ

22-Dec-2022



ନାକଟିଦେଉଳ (କନ୍ଦର୍ପ ବେହେରା)
ନାକଟିଦେଉଳ ଥାନା ଅନ୍ତର୍ଗତ ଗୋଧିଢିପ ଛକରେ ଦେଶୀ ମଦ ପାଉଛ ନେଇ ଯାଉଥିବା ଜଣେ ବ୍ୟକ୍ତିକୁ ଗ୍ରାମବାସୀ ମାନେ ଅଟକ ରଖି ପୋଲିସ ପାଖରେ ଜିମା ଦେଇଥିବା ଜଣା ପଡିଛି l ସୂଚନାରୁ ପ୍ରକାଶ ଯେ ,ମାରୱାଡି ମୁଣ୍ଡା ଗ୍ରାମର ଶଙ୍କର ନାଏକ ନିଜ ଟିଭିଏସ ମୋପେଡ ଗାଡ଼ିରେ ଗୋଟିଏ ବସ୍ତାରେ ମଦ ପାଉଚ ନେଇ ଯାଉଥିବା ବେଳେ ଗୋଧିଢିପ ଛକରେ ଗ୍ରାମବାସୀ ମାନେ ଅଟକାଇ ପୋଲିସକୁ ଖବର ଦେଇଥିଲେ l ଖବର ପାଇ ପୋଲିସ ପହଂଚି ଭର୍ତ୍ତୀ ଥିବା ବସ୍ତାରେ ମଦ ପାଉଚ ସହ ଶଙ୍କରକୁ ଗିରଫ କରି ଥାନାକୁ ନେଇଯାଇଥିଲେ l ତେବେ ପୋଲିସ ଶଙ୍କର ନାମରେ ଆଗରୁ ଥାନାରେ ଥିବା ୱାରେଣ୍ଟ ସହ ବେଆଇନ ଭାବେ ନେଇଯାଉଥିବା ୨୦୦ପାଉଚ ଲିଟର ମଦ ଜବତ କରି ଆଜି ତାକୁ କୋର୍ଟ ଚାଲାଣ କରିଥିବା ପୋଲିସ ପ୍ରକାଶ କରିଛି l ଅପରପକ୍ଷେ ସରାପାଲି ପଂଚାୟତକୁ ମଦମୁକ୍ତ ଅଞ୍ଚଳ କରିବାପାଇଁ ପ୍ରୟାସ ଜାରିରହିବ ବୋଲି ସ୍ଥାନୀୟ ସରପଞ୍ଚ ଶିବାନୀ ବାରିକ ପ୍ରକାଶ କରିଅଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026

You Might Also Like