-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଜାତୀୟ ସେବା ଯୋଜନା ଶୀତକାଳୀନ ଶିବିର ଉଦ୍ଘାଟିତ

22-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା ତରଫରୁ ସ୍ଥାନୀୟ ଜବଦା ଗ୍ରାମ ଠାରେ ସାତଦିନିଆ ଶୀତକାଳୀନ ଶିବିର ଆଜିଠାରୁ ଆରମ୍ଭ  ହୋଇଛି । ସେବା ଯୋଜନା ର ପ୍ରୋଗ୍ରାମ ଅଧିକାରୀ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତାଙ୍କ ପରିଚାଳନାରେ ଅନୁଷ୍ଟିତ ଏହି ଶିବିରକୁ ଅଧ୍ୟକ୍ଷ ଡ. ଧୀରେନ୍ଦ୍ର କୁମାର ନାୟକ ଉଦ୍ଘାଟନ କରିଥିଲେ ।ଏଥିରେ ମୁଖ୍ୟ ଅତିଥି ଭାବେ ଇଂରାଜୀ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ଵାଳ, ମୁଖ୍ୟବକ୍ତା ଇତିହାସ ବିଭାଗ ମୁଖ୍ଯ ପ୍ରଧ୍ୟାପକ ଗୋପାଳ କ୍ରିଷ୍ଣ ଦାସ ଯୋଗଦେଇ ଭାଗନେଇଥିବା ସ୍ବେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିଥିଲେ ।ଏହି ଅବସରରେ ବରଗଡ଼ ବିକାଶ ଡିଗ୍ରୀ ମହାବିଦ୍ୟାଳୟରେ ଅନୁଷ୍ଠିତ ହେଉଥିବା ଜାତୀୟ ସେବାଟ୍ରେନିଂ ପ୍ରୋଗ୍ରାମରେ 
ପ୍ରତିନିଧିତ୍ଵ କରିଥିବା ୫ଜଣ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ସଂସ୍କୃତ ଅଧ୍ୟାପକ ସାଧୁ ଚରଣ ସାହୁ ଧନ୍ୟବାଦ ଦେଇଥିଲେ ।ଅଧ୍ୟାପକ ମାନସ ରଞ୍ଜନ ମିଶ୍ର,ଭଗବାନ ସାହୁ,ବିଶ୍ଵନାଥ ମିଶ୍ର,ଅଧ୍ୟାପିକା ମିତାଳି ପ୍ରଧାନ,ବିଘ୍ନେଶ୍ୱରୀ ପୂଜାରୀ,ଜାନକୀ ସାମନୀ,ଦୀପ୍ତିରାଣୀ ସ୍ୱାଇଁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like