-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ର ସମୀକ୍ଷା ବୈଠକ

22-Dec-2022



ନବରଙ୍ଗପୁର (ପ୍ରେରଣା ଖବର)
 ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ  ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ  ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି  କମିଟି ଯଥା   ଜିଲ୍ଲା ସ୍ତରୀୟ  ଶିଶୁ  ସୁରକ୍ଷା  କମିଟି , କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା  କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି ଜିଲ୍ଲାରେ ବାଲ୍ୟ ବିବାହ କୁ ରୋକିବା ଦିଗରେ   ବାଲ୍ୟବିବାହ ନିଷେଧ ଅଧିକାରୀ ମାନେ ଗ୍ରାମ ସ୍ତରରେ ଜାତି ସମାଜର ମୁଖ୍ଯ ମାନଙ୍କୁ  ନେଇ  ପୋଲିସ ପ୍ରଶାସନ ସହାୟତାରେ  ସଚେତନ ବୈଠକ କରିବା  ସହିତ ଓ ଅଧିକ ରୁ ଅଧିକ କିଶୋର କିଶୋରୀ ମାନଙ୍କୁ କୌଶଳ  ବିକାଶ ଶିକ୍ଷା ରେ  ସାମିଲି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ  ବୈଠକ  ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ  ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ  ସୁରକ୍ଷା  କମିଟି , କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି  । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ  ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ    ଚଳିତ ବର୍ଷ  ଜିଲ୍ଲାରେ  ମୋଟ ୨୮୧ ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯିବା ସହିତ,ଆଜି ପର୍ଯ୍ୟନ୍ତ  ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମ   କୁ ମିଶାଇ  ମୋଟ ୮୮୧ ଗ୍ରାମ କୁ ପ୍ରଶାସନ ତରଫରୁ  ବାଲ୍ୟବିବାହ ମୁକ୍ତ  ଗ୍ରାମଭାବରେ ଘୋଷଣା କରାଯିବା ଓ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ  ଯୋଜନାବଦ୍ଧ କାର୍ଯ୍ୟକ୍ରମ   ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ   ।  ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହ ର  ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ । ବୈଠକ ପ୍ରାରମ୍ଭରେ  ଜିଲ୍ଲାର ୧୫ ଜଣ କିଶୋରୀ ମାନଙ୍କୁ ଆକ୍ସନଏଡ ଅନୁଷ୍ଠାନ ସହଯୋଗରେ  ଦିଆଯାଇ ଥିବା  ସିଲେଇ ମେସିନ କୁ  ଜିଲ୍ଲାପାଳ ଡଃ ମିଶ୍ର ବଣ୍ଟନ କରିଥିଲେ ।   
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ , ଡ଼ିଏସପି ବବିତା ତ୍ରିପାଠୀ , ଶିକ୍ଷା ଅଧିକାରୀ ପ୍ରଦୀପ୍ତ କୁମାର ନାଗ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର,  ଡିପିହେଚେଓ ଡା ମଳୟ ତ୍ରିପାଠୀ, ଜିଲ୍ଲା ନିୟୋଜନ ଅଧିକାରୀ  ଆନନ୍ଦ କୁମାର ପାଢୀ ,ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା  ପ୍ରକଳ୍ପ ପ୍ରଶାସକ ବେଣୁଧର ଶବର , ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,  ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ,ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ , ଯମୁନା ଭତ୍ରା ,ଗୀତା ମହାରଣା , ,ଗୀତାଞ୍ଜଳି ମିଶ୍ର ,  ସୁରମା ମହାପାତ୍ର, ସଂଯୁକ୍ତା ବେହେରା , ୱାନଷ୍ଟପ କେନ୍ଦ୍ରର କର୍ମର କର୍ତ୍ତା  ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ , ଶିଶୁ  ଶ୍ରମିକ ନିରାକରଣ ଏବଂ  ବାଲ୍ୟ ବିବାହ ର  ସମାପ୍ତ ଦିଗରେ  ନିଜର ମତାମତ ପ୍ରଦାନ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like