-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିଶ୍ୱ କପ ହକି କୁ ଜନାଦୃତ କରିବା ପାଇଁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳଙ୍କ ଅଭିନଵ ପ୍ରୟାସ

22-Dec-2022



ସୁବର୍ଣ୍ଣପୁର /ଆସନ୍ତା ମାସରେ ଓଡିଶାରେ ଆୟୋଜିତ ହେବା କୁ ଥିବା  ଜାତୀୟ ଖେଳ ବିଶ୍ୱ କପ ହକିକୁ ସାରା ସୁବର୍ଣ୍ଣପୁର ଜ଼ିଲ୍ଲା ରେ ଜନାଦୃତ କରିବା ପାଇଁ,  ଆମ ଜ଼ିଲ୍ଲାର ହକି ଖେଳାଳୀଙ୍କୁ ହକି ଫ୍ୟାନ୍ସ ଙ୍କୁ ଓ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ଦେବା ପାଇଁ ଏବଂ ଆୟୋଜକ ଓଡିଶା ରାଜ୍ୟ କୁ  ସମସ୍ତ ସହଯୋଗ କରିବା ପାଇଁ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲପାଳଙ୍କ ଅଫିସ କ୍ୟାମ୍ପସ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଜ଼ିଲ୍ଲାପାଳ ଅବୋଲି ସୁନୀଲ ନର୍ଭଣେ ପ୍ରକାଶ କରିଥିଲେ l ଏକ ବର୍ଣାଢ୍ୟ ପରିବେଶ ରେ ଆୟୋଜିତ ଏହି ସମ୍ମିଳନୀରେ ଜ଼ିଲ୍ଲାପାଳ ଶ୍ରୀମତୀ ନର୍ଭଣେ ଆହୁରି କହିଥିଲେ ଯେ ଜ଼ିଲ୍ଲାସାରା ସବୁ ପଞ୍ଚାୟତକୁ କାଲିଠୁଁ ବୁଲିବ ଏକ ସଚେତନତା ରଥ  ଏବଂ ଏହାକୁ ଏକ ମହୋତ୍ସବ ଭଳି ପାଳନ କରିବା ପାଇଁ ଏବଂ ପ୍ରତ୍ୟେକ ଖେଳ ପ୍ରେମୀଙ୍କୁ ହକି ପ୍ରତି ଆକର୍ଷଣ କରାଇବାକୁ ଜ଼ିଲ୍ଲା ସ୍ତରୀୟ ସମସ୍ତ ପ୍ରଶାସନିକ ଅଧିକାରୀ, ଜନ ପ୍ରତିନିଧି, ସମାଜସେବୀ,

ସାମ୍ବାଦିକ ଓ ସମସ୍ତ ଅନୁଷ୍ଠାନ କୁ ନିବେଦନ କରିଥିଲେ l  ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଯୋଗ ଦେଇ  ଆମ ଜାତୀୟ ଖେଳ ହକି ଏବେ ସୁଦ୍ଧା ତାରି ହକ ପାଇନି l ଫୁଟବଲ କ୍ରିକେଟ ଭଳି ହକି ଖେଳ କୁ ଅଧିକ ରୁ ଅଧିକ ଦର୍ଶକ ଦେଖିବାକୁ ଏବଂ ସାରା ଭାରତ ରେ ଲୋକାଭିମୁଖୀ କରିବାକୁ ଓ ଏହାର ସୁଦୂର ପ୍ରଚାର ପ୍ରସାର କରିବାକୁ ସମସ୍ତଙ୍କ ପ୍ରୟାସ ଜରୁରୀ ବୋଲି କହିଥିଲେ l ହକି ର ସବୁ କ୍ରିୟାକଳାପରେ ଭାଗ ନେଇ ଏହାକୁ ସ୍ମରଣୀୟ କରିବାକୁ ଜ଼ିଲ୍ଲା ତଥା ରାଜ୍ୟ ପ୍ରଶାସନ ର ଏଇ ଭିତ୍ତିଭୂମି ଓ ସମସ୍ତ ଆୟୋଜନକୁ ସହଯୋଗ କରିବାକୁ ଓ ଉତ୍ସାହ ବଢ଼ାଇବାକୁ ଏଡିଏମ ସୂର୍ଯ୍ୟ ନାରାୟଣ ଦାଶ ମତ ରଖିଥିଲେ l  ଭାରପ୍ରାପ୍ତ କ୍ରୀଡା ଅଧିକାରୀ ଅଭିଳାଷ ପୁରୋହିତ ସଭା ସଂଯୋଜନା କରିଥିବା ବେଳେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ସମେତ ଜ଼ିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ , ଓ ସାମ୍ବାଦିକ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like