-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||     

HOME   ଖେଳ

ମଣ୍ଟେସୋରୀ କ୍ରୀଡା ମହୋତ୍ସବ ଉଦଯାପିତ

22-Dec-2022



ବଲାଙ୍ଗିର// ମଣ୍ଟେସୋରୀ ପବ୍ଲିକ ସ୍କୁଲର ଦଶମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଣ୍ଟେସୋରୀ କ୍ରୀଡା ମହୋତ୍ସବ ୨୦୨୨ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସମସ୍ତ ଛାତ୍ରୀ ଛାତ୍ରୀ ଓ ଅଭିଭାବକ ବୃନ୍ଦ ସ୍କୁଲ ଠାରୁ ଏକ ମଶାଲ ଶୋଭାଯାତ୍ରାରେ ବାହାରି ସମଲେଶ୍ୱରୀ ମନ୍ଦିର ଦେଇ ଗାନ୍ଧୀ ଷ୍ଟାଡିୟମକୁ ପହଞ୍ଚିଥିଲେ । ଏହି ଶୋଭାଯାତ୍ରାରେ ସହସ୍ରାଧିକ ଛାତ୍ର ଛାତ୍ରୀ ଓ ଅଭିଭାବକ ଯୋଗ ଦେଇଥିଲେ ।  ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଭୀମ ଭୋଇ ମେଡିକାଲ କଲେଜର ଡିନ୍ ସବିତା ମହାପାତ୍ର, ମୁଖ୍ୟବକ୍ତା ରୂପେ ପ୍ରଫେସର ଜ୍ୟୋତିଷ ଚୈାଧରୀ  ଯୋଗ ଦେଇଥିଲେ ।

ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଖେଳ ମହୋତ୍ସବର ୮୮ଟି ବିଭାଗରେ ସମୁଦାୟ ୬୦୦ ରୁ ଅଧିକ ଛାତ୍ର ଛାତ୍ରୀ ଯୋଗଦାନ କରିଥିଲେ । ଅପରାହ୍ନରେ ପୁରସ୍କାର ବିତରଣ ସମାରୋହରେ  ସ୍କୁଲ  ଅଧକ୍ଷ୍ୟ ରବି ଚନ୍ଦ୍ର ଉଦଗାତାଙ୍କ ସହିତ ଅତିଥି ରୂପେ

ପ୍ରଫେସର ତରୁଣ କୁମାର ମିଶ୍ର, ଶୁଭ୍ରାଂଶୁ ଶେଖର ପଣ୍ଡା, ସଂଗ୍ରାମ ବହିଦାର, ଗୋପାଳଜୀ ପାଣିଗ୍ରାହୀ, ସଂଗ୍ରାମ ପଣ୍ଡା, ଆକୁଳ ବେହେରା, ସତ୍ୟବ୍ରତ ନାଥ, ମଧୁଛନ୍ଦା ମିଶ୍ର, ସୁବାଷ ମିଶ୍ର, ଅନୟା ଦାଶ ପ୍ରମୁଖ ଯୋଗ ଦେଇଥିଲେ । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଚଞ୍ଚଳ ରାଣା, ସମ୍ମାନିତ ଅତିଥି ଏବଂ ଜିଲ୍ଲା କ୍ରିଡା ଅଧିକାରୀ ପରାଶର ଦାଶ ଯୋଗ ଦେଇ ପିଲାମାନଙ୍କୁ ଉଦ୍‌ବୋଧନ ଦେଇଥିଲେ । ଶେଷରେ ସ୍କୁଲର ଚେୟାରମେନ ବିରେନ୍ଦ୍ର ନାରାୟଣ ଉଦ୍‌ଗାତା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026

You Might Also Like