-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗଣିଆ ବ୍ଲକ ପଂଚାୟତ ସମିତି ପ୍ରଥମ ସ୍ୱତତ୍ର ବୈଠକ ଅନୁଷ୍ଠିତ

22-Dec-2022



ନୟାଗଡ ଜ଼ିଲ୍ଲା ଗଣିଆ ବ୍ଲକ ସଭା ଗୃହରେ ପଂଚାୟତ ସମିତି ପ୍ରଥମ ସ୍ୱତ୍ରନ୍ଦ୍ର ବୈଠକ ଅନୁଷ୍ଠିତ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି, ଉକ୍ତ ବୈଠକ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା  ବିଜେଡି ଜ଼ିଲ୍ଲା ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିବାବେଳେ ସନମାନିତ ଅତିଥି ଭାବେ ପଂଚାୟତ ଅଧକ୍ଷା ଶ୍ରୀମତୀ ଝୁନା ଜେନା ସମେତ  ବ୍ଲକ ଉପାଦକ୍ଷ ଶ୍ରୀ ରାଜକିଶୋର ସାହୁ, ଜ଼ିଲ୍ଲା ପରିଷଦ ଶ୍ରୀ ନରେଶ ବେହେରା, ବିଡ଼ିଓ ଶୁଭ୍ର ସିରିଏଲ ପଟେଲ, ଏବିଡ଼ିଓ ରତନ ଲାଲ ଲୋହରା, ଜିପିଓ ସମେତ ଆଠ ଗୋଟି ପଂଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ଓ ସଭ୍ୟା ଉପସ୍ଥିତ ରହିଥିଲେ, ବଡ ଦୁଃଖର ବିଷୟ  ବୈଠକ ଆରମ୍ଭ ରୁ ସାମ୍ବାଦିକ ମାନଙ୍କୁ ବୈଠକରେ ବସିବାକୁ  ସାଂସଦ ପ୍ରତିନିଧି ର କିଛି ଲୋକ ସାମ୍ବାଦିକକୁ ବୈଠରେ ବସିବା ପାଇଁ ବାରଣ କରିବାରୁ ସାମ୍ବାଦିକ ମାନେ ବୈଠକରୁ ଚାଲି ଆସିଥିଲେ, ବ୍ଲକ ରେ କିଛି ଗୁପ୍ତ ବୈଠକ ଚାଲିଥିବାରୁ ସାମ୍ବାଦିକ ମାନେ ବାହାରେ ପ୍ରକାଶ କରିଦେବେ ବୋଲି ସାମ୍ବାଦିକ ମାନଙ୍କୁ ବୈଠକରେ ବସିବା ପାଇଁ ମନା କରିଥିଲେ, ଆମ ରିପୋର୍ଟର  ବୈଠକକୁ ଯାଇ  ଭିଜୁଆଲ କରୁଥିବା ସମୟରେ ସାଂସଦ ପ୍ରତିନିଧି ଶ୍ରୀ ଶେଷଦେବ ସ୍ୱାଇଁ ଙ୍କ ଲୋକ ଆମ ରିପୋଟରକୁ ବୈଠକ ରେ ବସିବାକୁ  ମନା କରିବାରୁ  ବୈଠକରୁ ବାହାରକୁ  ଚାଲି ଆସିଥିଲେ, ବ୍ଲକ ରେ ସରପଞ୍ଚ ଓ ସମିତି ମାନଙ୍କ ସହିତ ପ୍ରଶାସନିକ ମଧ୍ୟରେ ତୁତୁ ମେ ମେ ଲାଗି ରହିଥିବାରୁ ସାମ୍ବାଦିକ ବାହାରେ ପ୍ରଘଟ କରିଦେବେ ବୋଲି ସାମ୍ବାଦିକ ମାନଙ୍କୁ ବୈଠକ ଯିବାକୁ ମନା  କରିଥିଲେ ବୋଲି ବିଶେଷ ସୃତ୍ରରୁ  ଜଣାପଡିଛି, କେବେ ଗଣିଆ ବ୍ଲକରେ ତୁତୁ ମେ ମେ ବନ୍ଦ ହେବ  ତାହା ଦେଖିବାକୁ ବାକିରହିଲା l

(ଗଣିଆ ରୁ ବିଜୟଲକ୍ଷ୍ମୀ ରାଉତ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like