-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାଜଧାନୀ ଭୁବନେଶ୍ଵର ରେ ବତିଶ ଦିନରେପହଞ୍ଚିଲl ଅଙ୍ଗନବାଡ଼ି କର୍ମୀଙ୍କ ଧାରଣା

23-Dec-2022



କଳାହାଣ୍ଡି (ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ  ରାଜ୍ୟର ବିଭିନ୍ନ ଜିଲ୍ଲା ରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ରାଜଧାନୀ ପି ଏମ ଜି ରାଜରାସ୍ତା ସମ୍ମୁଖରେ ଧାରଣା ଦେଇଛନ୍ତି। 
ଆଜ କୁ ବତିଶି ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି  ରାଜ୍ୟ ଅଖିଳ ଭାରତ ସଂଘ ମନ୍ତ୍ରୀ  ସୁ ଶ୍ରୀ ଅଞ୍ଜଳି ପଟେଲ ଓ ସଭାନେତ୍ରୀଶ୍ରୀମତୀସୁମିତ୍ରା ମହାପାତ୍ର ସାଧାରଣ ସମ୍ପାଦିକା ଶ୍ରୀମତୀ ଝୁନୂପମା ଶତପଥୀ ପ୍ରକାଶ କରିଛନ୍ତି l ଏବଂ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି ଓ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ।

 ।

ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ ରାଜ୍ୟର  ପ୍ରତେକ ଅଙ୍ଗନବାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନବାଡି ସେବା ରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ  ଦେଇଛନ୍ତି l କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରୁଥିବା କଳାହାଣ୍ଡି ଜିଲ୍ଲା ସଭାନେତ୍ରୀ ସଂଜୀବନୀ ପାଢ଼ୀ ସଂପାଦିକା ଶ୍ରୀମତୀ ପ୍ରେମ ଲତା ସାମନ୍ତ ରାଏ ଓ ଅନ୍ୟାନ୍ୟ ଅଙ୍ଗୱାଡ଼ି କର୍ମୀ ମାନେ ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like