-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||     

HOME   ରାଜ୍ୟ

ପୁଇଁନ୍ତଲା ବ୍ଲକ ବେିଜେଡି କର୍ମୀ ସମ୍ମିଳନୀ, ବ୍ଲକ ସଭାପତିଙ୍କ ମନମୁଖ୍ୟ କାର୍ଯ୍ୟକଳାପ କୁ ନେଇ ଅସନ୍ତୋଷ

23-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁନ୍ତଳା ବ୍ଲକ ବିଛୁପାଲି ଠାରେ  ବିଜୁ ଜନତା ଦଳ ତରଫରୁ ଏକ କର୍ମୀ ସମ୍ମିଳନୀ ପ୍ରହଲ୍ଲାଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ବ୍ଲକ ବିଜୁ ଯୁବ ଜନତା ଦଳକାର୍ଯ୍ୟକାରୀ ସଭାପତି ଦେବରାଜ ଅମାତ ପରିଚାଳନା କରିଥିଲେ । ବ୍ଲକର ବିଭିନ୍ନ ପଂଚାୟତରୁ ଆସିଥିବା ସକ୍ରିୟ କର୍ମୀ ମାନେ ବ୍ଲକ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ଥିଲେ । ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଛନ୍ତି ଯେ, ଆମ ପାଇଁ ପ୍ରତ୍ୟେକ ଟି କର୍ମୀ ଗୁରୁତ୍ୱ କାହିଁକି ନା କର୍ମୀ ମାନଙ୍କ ନିଷ୍‌ଃା ଓ ଅକ୍ଲାନ୍ତୟ ପରିଶ୍ରମ ବଳରେ ଆମ ଦଳ ସାରା ଭାରତବର୍ଷରେ ସର୍ବଶ୍ରେଷ୍ଟ ହୋଇ ପାରିଛି । ତେଣୁ ପ୍ରତ୍ୟେକ କର୍ମୀଙ୍କୁ ଗୁରତ୍ୱ ଦେବା ପାଇଁ ବିଜେଡିର କର୍ମୀ ମାନଙ୍କୁ ଆହ୍ୱାନ ଦିଆଯାଇଛି । କିନ୍ତୁ ପରିତାପର ବିଷୟ ପୁଇଁନ୍ତଳା ବିଜୁ ଜନତା ଦଳର ସଭାପତିଙ୍କ ମନମୁଖୀ କା୍‌ର୍୍ୟ ଓ କର୍ମୀ ମାନଙ୍କୁ ଅଣଦେଖା ଉପରେ ବହୁ କର୍ମୀ କ୍ଷୋଭପ୍ରକାଶ କଲେ । ଆଗାମୀ

ଦିନରେ ଏପରି କାର୍ଯ୍ୟ ଲାଗୁି ରହେ ତେବେ ଦଳ କୁ ଅନେକ କ୍ଷତି ହେବବାର ସମ୍ଭାବନା ଦେଖାଦେଇଛି ବୋଲି ମତପ୍ରକାଶ ପାଇଛି । ତେଣୁ ବ୍ଲକ ସଭାପତିଙ୍କୁ ପରିବର୍ତ୍ତନ କରି ଦଳୀୟ ସଂଗଠନକୁ ମଜବୁତ୍ କରିବାକୁ ନିଷ୍ପତ୍ତି ହୋଇଛି । ବ୍ଲକ ସଭାପତି ଙ୍କ ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ବିଜେଡି ଜିଲ୍ଲା ସଭାପତି ଓ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି । ଏହି କର୍ମୀ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀଯୁକ୍ତ ମଦନମୋହନ ନାଏକ, ଶୀତାକାନ୍ତ ସାଏ, ରୋହିତ ସାହୁ, ଅଶୋକ ନାଏକ, ଖୁସିରାମ ହରପାଳ, କୁନାଲ ସରକାର, ସନ୍ତୋଷ ପଟେଲ, ପ୍ରହଲ୍ଲାଦ ସୁନା, ଭରତଭୂଷଣ ପଧାନ, ବିକାଶ ଶିକା, ତୀର୍ଥ ପଧାନ, ବିଜୟ ବଗର୍ତ୍ତି, ପ୍ରଦିପ ପାତ୍ର, ଶ୍ରୀକାନ୍ତ ନାଏକ, ଦାମୋଦର ଦୋରା, ଦାମୋଦନ ସେଠ, ଅମିତ ପଟ୍ଟନାୟକ ଓ ଅମରେଶ ପଟେଲ ପ୍ରମୁଖ ଏହି ସମ୍ମିଳନୀରେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   08-Mar-2026
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026

You Might Also Like