-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ ବେିଜେଡି କର୍ମୀ ସମ୍ମିଳନୀ, ବ୍ଲକ ସଭାପତିଙ୍କ ମନୋମୁଖୀ କାର୍ଯ୍ୟକଳାପ କୁ ନେଇ ଅସନ୍ତୋଷ

23-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁନ୍ତଳା ବ୍ଲକ ବିଛୁପାଲି ଠାରେ  ବିଜୁ ଜନତା ଦଳ ତରଫରୁ ଏକ କର୍ମୀ ସମ୍ମିଳନୀ ପ୍ରହଲ୍ଲାଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାକୁ ବ୍ଲକ ବିଜୁ ଯୁବ ଜନତା ଦଳକାର୍ଯ୍ୟକାରୀ ସଭାପତି ଦେବରାଜ ଅମାତ ପରିଚାଳନା କରିଥିଲେ । ବ୍ଲକର ବିଭିନ୍ନ ପଂଚାୟତରୁ ଆସିଥିବା ସକ୍ରିୟ କର୍ମୀ ମାନେ ବ୍ଲକ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ଥିଲେ । ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଛନ୍ତି ଯେ, ଆମ ପାଇଁ ପ୍ରତ୍ୟେକ ଟି କର୍ମୀ ଗୁରୁତ୍ୱ କାହିଁକି ନା କର୍ମୀ ମାନଙ୍କ ନିଷ୍ଠା ଓ ଅକ୍ଲାନ୍ତ ପରିଶ୍ରମ ବଳରେ ଆମ ଦଳ ସାରା ଭାରତବର୍ଷରେ ସର୍ବଶ୍ରେଷ୍ଟ ହୋଇ ପାରିଛି । ତେଣୁ ପ୍ରତ୍ୟେକ କର୍ମୀଙ୍କୁ ଗୁରତ୍ୱ ଦେବା ପାଇଁ ବିଜେଡିର କର୍ମୀ ମାନଙ୍କୁ ଆହ୍ୱାନ ଦିଆଯାଇଛି । କିନ୍ତୁ ପରିତାପର ବିଷୟ ପୁଇଁନ୍ତଳା ବିଜୁ ଜନତା ଦଳର ସଭାପତିଙ୍କ ମନମୁଖୀ କାର୍ଯ୍ୟକଳାପ ଓ କର୍ମୀ ମାନଙ୍କୁ ଅଣଦେଖା ଉପରେ ବହୁ କର୍ମୀ କ୍ଷୋଭପ୍ରକାଶ କରିଛନ୍ତି । ଆଗାମୀ

ଦିନରେ ଏପରି କାର୍ଯ୍ୟ ଲାଗୁି ରହେ ତେବେ ଦଳ କୁ ଅନେକ କ୍ଷତି ହେବାର ସମ୍ଭାବନା ଦେଖାଦେଇଛି ବୋଲି ମତପ୍ରକାଶ ପାଇଛି । ତେଣୁ ବ୍ଲକ ସଭାପତିଙ୍କୁ ପରିବର୍ତ୍ତନ କରି ଦଳୀୟ ସଂଗଠନକୁ ମଜବୁତ୍ କରିବାକୁ ନିଷ୍ପତ୍ତି ହୋଇଛି । ବ୍ଲକ ସଭାପତିଙ୍କ ମନମୁଖୀ କାର୍ଯ୍ୟକଳାପ ବିରୁଦ୍ଧରେ ବିଜେଡି ଜିଲ୍ଲା ସଭାପତି ଓ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି । ଏହି କର୍ମୀ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀଯୁକ୍ତ ମଦନମୋହନ ନାଏକ, ଶୀତାକାନ୍ତ ସାଏ, ରୋହିତ ସାହୁ, ଅଶୋକ ନାଏକ, ଖୁସିରାମ ହରପାଳ, କୁନାଲ ସରକାର, ସନ୍ତୋଷ ପଟେଲ, ପ୍ରହଲ୍ଲାଦ ସୁନା, ଭରତଭୂଷଣ ପଧାନ, ବିକାଶ ଶିକା, ତୀର୍ଥ ପଧାନ, ବିଜୟ ବଗର୍ତ୍ତି, ପ୍ରଦିପ ପାତ୍ର, ଶ୍ରୀକାନ୍ତ ନାଏକ, ଦାମୋଦର ଦୋରା, ଦାମୋଦନ ସେଠ, ଅମିତ ପଟ୍ଟନାୟକ ଓ ଅମରେଶ ପଟେଲ ପ୍ରମୁଖ ଏହି ସମ୍ମିଳନୀରେ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like